-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ବିଶ୍ଵ ଏଡ଼ସ ଦିବସ ପାଳିତ

02-Dec-2024



 ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ଥିତ ସିଦ୍ଧାର୍ଥ ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଧୀରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଯୁବ ରେଡକ୍ରସ ଏବଂ ରେଡ ରିବନ୍ କ୍ଲବ ତରଫରୁ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ରଚନା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା ଏଥିରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ  ସାଟିଫିକେଟ୍ ଓ ମେଡାଲ ଦେଇ ପୁରସ୍କୃତ କରାଯାଇଥିଲା ।  ଏହା ସହିତ ଏଡ଼ସ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ  କରାଯାଇଥିଲା ଏହି ଆଲୋଚନା ଚକ୍ରରେ ପ୍ରାଣୀ ବିଜ୍ଞାନର ଅଧ୍ୟାପିକା ଦିବ୍ୟାଲୋକା ମହାପାତ୍ର ଏଡ଼ସର କାରଣ ଓ ନିରାକରଣ ଉପରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଜିଲ୍ଲା ଯୁବ ରେଡକ୍ରସ  ସଂଯୋଜକ

ବିଶ୍ଵନାଥ ମିଶ୍ର ଯୁବ ପିଢ଼ି କୁ "ଏଡ଼ସ  ରୋଗକୁ ଘୃଣା କର କିନ୍ତୁ ରୋଗୀକୁ ନୁହ" ଏହି ବାର୍ତ୍ତା ଦେବା ସହିତ ରେଡ ରିବନ କ୍ଲବର ଏଡ଼ସ କୁ ନେଇ  ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ  କରିଥିଲେ। ଶେଷରେ ଜନସାଧାରଣଙ୍କୁ ଏଡସ୍ ରୋଗ ଉପରେ ସଚେତନ କରିବା ପାଇଁ  ଏକ ରାଲି ଅନୁଷ୍ଠିତ କରା ଯାଇଥିଲା।  ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ ରୁଦ୍ର ନାରାୟଣ ଦାସ, ବାଣୀ ପ୍ରସାଦ ବିଶ୍ଵାଳ ଉପସ୍ଥିତ ଥିଲେ। କାର୍ଯକ୍ରମକୁ ଯୁବ ରେଡକ୍ରସ ଜିଲ୍ଲା ସଂଯୋଜକ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିବା ବେଳେ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯକ୍ରମରେ କଲେଜର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like