-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

୩୧ତମ ଅମରପାଲି କ୍ରିକେଟ କପ୍ - ଡାହାଣିପାଲି କୁ ହରାଇ ବହଳପଦର ଚାମ୍ପିଅନ

02-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ କ୍ଲବ ଓ ଜେମସ ଷ୍ଟାର କ୍ଲବ ର ମିଳିତ ଆନୁକୁଲ୍ୟରେ ହେଉଥିବା ୩୧ତମ ଅମରପାଲି କ୍ରିକେଟ କପ୍ ର ଫାଇନାଲ ରେ ଡାହାଣିପାଲି କୁ ହରାଇ ବହଳପଦର ଚାମ୍ପିଅନ ହୋଇଛି। ପ୍ରଥମ ସେମି ଫାଇନାଲ ଟି ଗରଗଡବାହାଲ ଓ ଡାହୁଣିପାଲି ମଧ୍ୟରେ ହୋଇଥିଲା। ଏଥିରେ ଡାହାଣିପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ଓଭର ରେ ୫ ଉଇକେଟ ହରାଇ ୧୦୧ ରନ କରିଥିଲା। ଜବାବରେ ଗରଗଡବାହାଲ ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୬ ଉଇକେଟ ହରାଇ ୭୪ରନ କରି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଥିଲା। ଦ୍ଵିତୀୟ ସେମି ଫାଇନାଲ ଟି ବହଳପଦର ଓ ଉଲୁଣ୍ଡା ମଧ୍ୟରେ ହୋଇଥିଲା। ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୯୯ ରନ କରିଥିଲା। ଜବାବରେ ବହଳପଦର ଦଳ ୯.୨ ଓଭର ରେ ୪ ଉଇକେଟ ହରାଇ ୧୦୦ ରନ କରି ବିଜୟୀ ହୋଇ ଫାଇନାଲ ରେ ପ୍ରବେଶ କରିଥିଲା। ଫାଇନାଲ ମ୍ୟାଚ୍ ଟି ବହଳପଦର ଓ ଡ଼ାହାଣିପାଲି ମଧ୍ୟରେ ହୋଇଥିଲା। ଏଥିରେ ଡ଼ାହାଣିପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୯.୫ ଓଭର ରେ ସମସ୍ତ ଉଇକେଟ ହରାଇ ୭୪ ରନ କରିଥିଲା। ଜବାବରେ ବହଳପଦର ଦଳ ଆବଶ୍ୟକୀୟ ୭୫ରନ କୁ ୮ ଓଭର ରେ ୫ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇଥିଲା। ପୀତାମ୍ବର ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣି ଉତ୍ସବ ରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଏବଂ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲ୍ଲାପରିଷଦ ସଭ୍ୟ ଲବ କୁମାର ସହୁ,ସ୍ଥାନୀୟ ସରପଞ୍ଚ ନିରୂପମା ସେଠୀ,ସମିତି ସଭ୍ୟ ସୁଗନ୍ଧା ଘିବିଲା , ଟୁର୍ନାମେଣ୍ଟ ପରିଚାଳନା ସଭାପତି ବିମ୍ବାଧର ସାହୁ,ସମ୍ପାଦକ କହ୍ନେଇ
 ଚରଣ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ବହଳପଦର ର ଅନୀଲ ଭୁକ୍ତା ଙ୍କୁ ଶ୍ରେଷ୍ଠ ବୋଲର,ଉଲୁଣ୍ଡା ର ଚନ୍ଦନ ମେହେର ଙ୍କୁ ଶ୍ରେଷ୍ଠ ବ୍ୟାଟସ୍ ମ୍ୟାନ , ବହଳପଦର ର ଅମନ ଭୋଇ ଙ୍କୁ ମ୍ୟାନ ଅଫ ଦି ଫାଇନାଲ, ଡାହାଣିପାଲି ର ଅନିଲ ପଧାନ ଙ୍କୁ ମ୍ୟାନ ଅଫ ଦି ସିରିଜ ଭାବେ ପୁରସ୍କୃତ କରିବା ସହିତ ଚମ୍ପିୟାନ ବହଳପଦର ଦଳଙ୍କୁ ନଗଦ ୧୮ ହଜାର ଟଙ୍କା ସହିତ କବିନ ସ୍ମାରକୀ ଟ୍ରଫି ଏବଂ ରନର୍ସ ଅଫ ଡାହାଣିପାଲି ଦଳ କୁ ନଗଦ ୧୨ ଟଙ୍କା ସହିତ ତ୍ରିଲୋଚନ ସ୍ମାରକୀ ଟ୍ରଫି ପୁରସ୍କୃତ କରିଥିଲେ। ମ୍ୟାଚ୍ ଗୁଡ଼ିକ ରେ ସୁରେଶ ବିଶି,ଶ୍ରୀବନ୍ତ ନାଏକ ଓ ରଘୁବିର ମିଶ୍ର ଅମ୍ପାୟାର,ଗୋପବନ୍ଧୁ ଧଳ,ମାଧବ ନାଏକ ସ୍କୋରର, ଶୁଭେନ୍ଦୁ ଶେଖର ସାହୁ,ଅଂଶୁମାନ ପ୍ରଧାନ ଅନ ଲାଇନ୍ ସ୍କୋରର ଏବଂ ମାନସ ନନ୍ଦ,ପ୍ରଦୀପ ଜଗଦଲା,ସୁଶିଲ ପ୍ରଧାନ ଓ ଆଶିଷ ଦେଓ ଧାରାବିବରଣି ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like