-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

ଯୁବତୀକୁ ଅପହରଣ ମାମଲାର ସମାଧାନ ପାଇଁ ଗ୍ରାମବାସୀଙ୍କ ଡୁଙ୍ଗୁରିପାଲି ଥାନା ସମ୍ମୁଖରେ ଧାରଣା

02-Dec-2024



ଯୁବତୀକୁ ଅପହରଣ ମାମଲାର ସମାଧାନ ପାଇଁ ଗ୍ରାମବାସୀଙ୍କ ଡୁଙ୍ଗୁରିପାଲି ଥାନା ସମ୍ମୁଖରେ ଧାରଣା l ସୂଚନା ଅନୁସାରେ ଗତ ୪ ଦିନ ତଳେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ  ଜଣେ ଯୁବତୀକୁ ନିକଟସ୍ଥ ଗ୍ରାମର  ଜଣେ ଯୁବକ ଅପହରଣ କରିନେଇଥିବା ଥାନା ରେ ଅଭିଯୋଗ ହୋଇଥିଲା l  ତିନ ଦିନ ବିତି ଯାଇଥିଲେ ମଧ୍ୟ  ଅପହରଣ କାରିକୁ ପୋଲିସ୍ ନାଧରିବାରୁ ଗତକାଲି ରାତିରେ ଶତାଧିକ 

ଗ୍ରାମବାସୀ ଡୁଙ୍ଗୁରିପାଲି ଥାନା ସମ୍ମୁଖରେ ଧାରଣାରେ ବସିଥିଲେ l ତେବେ ଗ୍ରାମବାସୀ ଧାରଣାରେ ବସିବା ପରେ ପୋଲିସ୍ ଉକ୍ତ ଯୁବକକୁ ଗିରଫ କରି ଥାନାକୁ ଆଣିଥିଲା ଏବଂ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ପରେ ଯୁବତୀ ଜଣକ ଯୁବକଙ୍କ ସହିତ ବିବାହ କରି ଜୀବନ ବିତାଇବା ପାଇଁ  ନିଷ୍ପତି ନେଇଥିବାବେଳେ,ରାତି ପ୍ରାୟ ୧୨.୧୫ ମିନିଟ୍ ସମୟରେ ଉଭୟ ଯୁବକ, ଯୁବତୀ ନିଜ ଗ୍ରାମକୁ ଯାଇଥିବା ,ଆଜି ସକାଳ ୯.୩୦ ମିନିଟ୍ ସମୟରେ ପୋଲିସ୍ ସୂତ୍ରରୁ ସୂଚନା ମିଳିଛି l ତେବେ ଏନେଇ ଥାନାରେ ଏମ ଏମ ଆର୍ ନମ୍ୱର୍ ୨୪/୨୪ ରେ ଏକ ମାମଲା ରୁଜୁ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like