-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||     

HOME   ରାଜ୍ୟ

ରୌପ୍ୟ ଜୟନ୍ତୀ ସମାରୋହ*- *ବିନିକା ବ୍ଲକ ରେ ପଏଁରୀ ତିହାର ସାଂସ୍କୃତିକ କାର୍ଯ୍ୟକ୍ରମ*-

02-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀର ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ସମାରୋହ ଧୁମଧାମରେ ପାଳନ କରିବା ପାଇଁ ଜିଲ୍ଲା ର ପ୍ରତି ବ୍ଲକ ରେ ଗାଁ ଗାଁ ରେ ଗୀତ ନାଚ ର ଆସର ଜମାଇଛି ଅନୁଷ୍ଠାନ ପାଏଁରୀ l ଆଜି ବିନିକା ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ନିରାକାର ଦେହୁରୀଙ୍କ ସଭାପତିତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା କଳାଗ୍ରାମ କର୍ତଙ୍ଗରେ । ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ପଏଁରି ତିହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ସୂଚନା ପ୍ରଦାନ କରି କହିଥିଲେ ଯେ ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ଉତ୍ସ୍ରାହିତ କରିବା ଆମ ର ଲକ୍ଷ୍ୟ l ଏହି ସଭାରେ ମୁଖ୍ୟ ଅତିଥି ସ୍ଥାନୀୟ ନାଏବ ସରପଂଚ ଗୋବର୍ଦ୍ଧନ ନେଗୀ, ସମ୍ମାନିତ ଅତିଥି ଶ୍ରୀ ବାସୁଦେବ ନାଏକ, ବିଶିଷ୍ଟ କଳାକାର, ଶ୍ରୀ ସନତ ବସ୍ତିଆ, ସଭାପତି ଲୋକ କଳା ଗ୍ରାମ, କର୍ତ୍ତଙ୍ଗ, ଶ୍ରୀ ତାରାକାନ୍ତ ବଗର୍ତି, ବିଶିଷ୍ଟ କଳାକାର ଶ୍ରୀ ସୁଦର୍ଶନ ନାଗ, ସଭାପତି ଜିଲ୍ଲା କୀର୍ତ୍ତନ ସଂଘ, ଦଣ୍ଡ ସମ୍ରାଟ ରସିକ ସାହୁ, ପଏଁରି ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ନିରାକାର ଦେହୁରୀଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା । ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହୋଇ ଲୁକି ଯାଇଥିବା କଳା ଡଁଡ, ସଂଚାର, ସଂମ୍ରଦା, କରମସାନି, କୃଷ୍ଣ ଗୁରୁ, ନଚନିଆଁ ଆଦି କଳା କୁ ସୁନ୍ଦର ଭାବରେ ପରିବେଷଣ କରିଥିଲେ । ପ୍ରଥମେ ଅନୁଷ୍ଠାନ ର ଉପ-ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ନାଏକ ସ୍ୱାଗତ ଭାଷଣ ଦେଇଥିବା ବେଳେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ୟ ଅର୍ପଣ କରିଥିଲେ । ହଜାର ହଜାର ଦର୍ଶକ ସଂlସ୍କୃତିକ କାର୍ଯ୍ଯ କ୍ରମ କୁ ମନଭରି ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026

You Might Also Like