-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||     

HOME   ଜିଲ୍ଲା

ମହିଳାଙ୍କ ଆତ୍ମହତ୍ୟା

02-Dec-2024



ଗୋପାଳପୁର ଥାନା ଅର୍ନ୍ତଗତ ଆମ୍ବପୁଆ ମାରୁତି ନଗର ର ଭାରତୀ ବିଷୋୟୀ ନାମ୍ନୀ ଜଣେ ମହିଳା ନିଜ ଘରେ ନିଜ ଚୁନେରି ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଭାରତୀ ୧୬ ବର୍ଷ ପୂର୍ବେ ନିକଟସ୍ଥ ଶ୍ରୀ ଦେବୀ ବିହାରର ଗୌରୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତିକୁ ବାହା ହୋଇଥିଲେ । ଉଭୟଙ୍କ ଏକ ୧୨ ବର୍ଷର ପୁଅ ଅଛି। କିନ୍ତୁ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ୨୦୨୦ ମସିହାରେ ପାରିବାରିକ ଅଶାନ୍ତି ଲାଗିରହିଥିଲା ଓ ଅଦାଲତରେ ଆଶ୍ରୟ ନେଇଥିଲେ ମଧ୍ୟ କୌଣସି ସମାଧାନର ରାସ୍ତା ନବାହାରିବାରୁ ମାନସିକ ଭାରସାମ୍ୟ ହରାଇ ଭାରତୀ ଏହି ଭଳି ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି। ଗତ ଶୁକ୍ରବାର ସନ୍ଧ୍ୟା ରେ ଭିତର ପଟୁ କବାଟ ବନ୍ଦକରି ଭାରତୀ ବେକରେ ଚୁନେରି ବାନ୍ଧି ଝୁଲୁଥିବା ଅବସ୍ଥାରେ ପୁଅ ଦେଖି ବାପାଙ୍କ ଜଣାଇବା ପରେ ସ୍ବାମୀ ଗୌରୀ ଶଙ୍କର ଗୋପାଳପୁର ଥାନା ରେ ଅଭିଯୋଗ କରିଥିଲେ ଓ ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026

You Might Also Like