-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସ୍ତରୀୟ ସନାତନୀ ବ୍ରାହ୍ମଣ ସମାଜର ବୈଠକ

02-Dec-2024



ବରପାଲି (ସୁଦାମ ଦୀପ) 
ବରପାଲି ବ୍ଲକ ସ୍ତରୀୟ ସନାତନୀ ବ୍ରାହ୍ମଣ ସମାଜର ଏକ ବୈଠକ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ଶନିବାର ଅନଷ୍ଠିତ ହୋଇଯାଇଛି ସନାତନୀ ବ୍ରାହ୍ମଣ ସମାଜର ବ୍ଲକ ସଭାପତି ପଣ୍ଡିତ କୃଷ୍ଣଚନ୍ଦ୍ର ଦେବତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକର ବିଭିନ୍ନ ଶାଖାର ନୂତନ କର୍ମକର୍ତ୍ତାମାନଙ୍କୁ ସ୍ଵାଗତ କରାଯାଇଥିଲା । ଏହା ସହିତ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆସନ୍ତା ଫେବୃୟାରୀ ୬ ତାରିଖରେ ଚାରିକର୍ମ ଓ ୭ ତାରିଖରେ ବ୍ରତ କରାଯିବ ବୋଲି ସଭାରେ ପ୍ରସ୍ତାବ ନିଆଗଲା । ଏଥିପାଇଁ ଅରୁଣ କୁମାର ପଣ୍ଡା ଙ୍କ ସହ ରମାକାନ୍ତ ତ୍ରିପାଠୀ, ବାଲ କିଶୋର ଖାଡଙ୍ଗା, ହୃଦାନନ୍ଦ ଦାଶ ପ୍ରସ୍ତାବିତ ବ୍ରତ କାର୍ଯକ୍ରମର ଆବାହକ ରହିଛନ୍ତି । ଏହି ବୈଠକରେ ସମ୍ପାଦକ ଶରତ ଚନ୍ଦ୍ର ପାଣିଗ୍ରାହୀ, ପଣ୍ଡିତ ହେମନ୍ତ କୁମାର ମିଶ୍ର, ପଣ୍ଡିତ ପୀନାକି ଦାଶ, ନରେନ୍ଦ୍ର କୁମାର ହୋତା, ଡକ୍ଟର ସରୋଜ କୁମାର ଦାଶ, ଦାମୋଦର ପଣ୍ଡା ପ୍ରମୁଖ ବ୍ଲକ୍‌ର ସମସ୍ତ ଶାଖାର ସଭ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026

You Might Also Like