-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ସିନାପାଲିରେ ଜ୍ଞାନ ପ୍ରକାଶ ତରଫରୁ ସାହିତ୍ଯ ସଭା

02-Dec-2024



ସିନାପାଲି (ଚିନ୍ତାମଣି  ନେତାମ )
ଜ୍ଞାନପ୍ରକାଶ ନୂଆପଡ଼ା ଶାଖା ତରଫରୁ ନୂଆପଡ଼ା ଜିଲ୍ଲା ସିନାପାଲି ଉଚ୍ଚ ବିଦ୍ଯାଳୟ ପରିସରରେ କବିତା ପାଠୋତ୍ସବ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛ ା ସ୍ଥାନୀୟ ଗଙ୍ଗାଧର ସାରସ୍ବତ ସମିତିର ସହଯୋଗରେ ଏନେଇ ଅନୁଷ୍ଠିତ ସଭାରେ ସମିତିର ସଭାପତି ବୈଷ୍ଣବ ମେହେର ଅଧ୍ଯକ୍ଷତା କରିଥିବା ବେଳେ ମୁଖ୍ଯ ଅତିଥି ଭାବରେ ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ଜ୍ଞାନଚାନ୍ଦ ଶତପଥୀ ଓ ସମ୍ମାନିତ ଅତିଥି ଭାବରେ ତରବୋଡ଼ ନବୋଦୟ ବିଦ୍ଯାଳୟର ଶିକ୍ଷକ ଧବଲେଶ କୁମାର ହୋତା, ପ୍ରଧାନ ଶିକ୍ଷକ ଲଳିତ କୁମାର ସୁନାରୀ, କବି  ଭାଗିରଥି ସାଗର ଯୋଗ ଦେଇଥିଲେ ା ଅଧ୍ଯାପକ ଗଣପତି ବାଗ ଆରମ୍ଭରେ ସମସ୍ତଙ୍କୁ ସ୍ବାଗତ କରିବା ସହ ସଭା ପରିଚାଳନା କରିଥଲେ ା ଏହି ଅବସରରେ କବି ଲୋଚନ ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିଜୟ କୁମାର ଯୋଷୀ, ଚୂଡ଼ାମଣି ମେହେର, ନିକୁଞ୍ଜ ବିହାରୀ ସା, ପ୍ରଦ୍ଯୁମ୍ନ କୁମାର ସିଂହ ଚିନ୍ଦା, ହରେକୃଷ୍ଣ ମେହେର, ଭ୍ରମର ବାଗ, ଗୌତମ ମେହେର, ରଶ୍ମୀରଞ୍ଜନ ସା, ଭୀଷ୍ମରାଜ ମେହେର, ସୁଶାନ୍ତ କୁମାର ବାଗ, ବେଣୁଧର ମେହେର, ଭାଗିରଥି ସାଗର, ବୈଷ୍ଣବ ମେହେର, ଲଳିତ ସୁନାରୀ, ଗଣପତି ବାଗ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ । ସମସ୍ତ କବିଙ୍କୁ ଜ୍ଞାନ ପ୍ରକାଶ ତରଫରୁ ସମ୍ମାନ ପତ୍ର ପ୍ରଦାନ କରାଯାଇଥିଲା ା ଅନ୍ଯମାନଙ୍କ ମଧ୍ଯରେ ସମିତିର ସଂପାଦକ ତରୁଣ କୁମାର ମେହେର, ଅଧ୍ଯାପକ କନକ ବର୍ଦ୍ଧନ ସାହୁ ଉପସ୍ଥିତ ଥିଲେ ା ଶେଷରେ ଗୌତମ ମେହେର ଧନ୍ଯବାଦ ଦେଇଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like