-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ପ୍ରତ୍ସାହନ ପାଳଟିଛି ଜନ ଶୁଣାଣି ଶିବିର ।

02-Dec-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସମସ୍ୟା ର ସମାଧାନ ପାଇଁ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ରାଜ୍ୟ ସ୍ତରରେ ଜନଶୁଣାଣୀ ଶିବିର ଅନୁଷ୍ଠିତ କରୁଛନ୍ତି। କିନ୍ତୁ କେତେକ ସ୍ଥାନରେ ପ୍ରଶାସନିକ ଅଧିକାରୀ ଙ୍କ ଅବହେଳା ଯୋଗୁଁ ଜନଶୁଣାଣୀ ଶିବିର ଏକ ପ୍ରତ୍ସାହନ ପାଳଟିଥିବା ଦେଖିବାକୁ ମିଳୁଛି। ଯାହା ଫଳରେ ଜନତା ନିଜ ଅଭିଯୋଗ ପତ୍ର ଦାଖଲ କରିବାରୁ ବଞ୍ଚିତ ରହୁଛନ୍ତି। ଅନ୍ୟପଟେ ସରକାରୀ ଅଧିକାରୀ ମାନେ ଜନଶୁଣାଣୀ ଶିବିର ରେ ଅଳ୍ପ ସମୟ ପର୍ଯ୍ୟନ୍ତ ରହି ନିଜର କାର୍ଯ୍ୟ ସମ୍ପୂର୍ଣ୍ଣ କରିଦେଉଛନ୍ତି। ସରକାର ଙ୍କ ନିର୍ଦ୍ଦେଶ ମୁତାବକ ଯେକୌଣସି ବ୍ଳକ କାର୍ଯ୍ୟାଳୟ ରେ ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହେବ ତାହେଲେ ଗୋଟିଏ ସପ୍ତାହ ପୂର୍ବରୁ ପ୍ରଚାର ପ୍ରସାର କରିବେ ଯାହାକି ଗାଁ ଗହଳି ର ଲୋକେ ଖବର ପାଇ ଜନଶୁଣାଣୀ ଶିବିରରେ ଯୋଗ ଦେଇ ପାରିବେ।ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ରେ ଗୋଟିଏ ବର୍ଷ ହେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିଜର ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି। ଗ୍ରାମ ପଞ୍ଚାୟତ ହେଉ କିମ୍ବା ବ୍ଳକ ସ୍ତରୀୟ ଜନଶୁଣାଣୀ ଶିବିର ହେଉ ପ୍ରଚାର ପ୍ରସାର କରୁନଥିବା ବେଳେ ବେଲପଡା ଅଞ୍ଚଳର ଲୋକମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି।୨/୧୨/୨୪ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜି ଇସଲୱ।ର , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରିଷୀକେଶ ଖିଲାରୀ, ଜିଲ୍ଲା ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ସହକାରୀ ପ୍ରକଳ୍ପ ଉନ୍ନୟନ ଅଧିକାରୀ ତରଣୀ ସୁନା, ଏବଂ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଅପରପକ୍ଷରେ ପ୍ରଚାର ପ୍ରସାର ଅଭାବ ରୁ ଯୋଗୁଁସାଧାରଣ ଅଭିଯୋଗ କେବଳ ମାତ୍ର ୧୭ ଜଣ ଅଭିଯୋଗକାରୀ ଅଭିଯୋଗ ପତ୍ର ଦାଖଲ କରିବାର ସୁଯୋଗ ପାଇଥିଲେ ଏବଂ ଆର୍ ଏଚ୍ ଅଭିଯୋଗ ୨୨ ଟି ହୋଇଥିବା ର ସୂଚନା ମିଳିଛି। ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ  ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ମାତ୍ର ଏକ ଘଣ୍ଟା ରହି ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ସାରିଦେଇଥିଲେ ।ବେଲପଡ଼ା ବ୍ଳକ ଏକ ଆଦିବାସୀ ଅଧ୍ୟୁଷିତ ଓ ଦାଦନ ପ୍ରବଣ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଗରିବ ଲୋକସଂଖ୍ୟା ବେଶୀ। ଏହି ଅଞ୍ଚଳ ରେ ଅନେକ ସମସ୍ୟା ପଡ଼ି ରହିଥିବା ବେଳେ ତାହାର ସମାଧାନ ହୋଇପାରୁନାହିଁ ବୋଲି ଜନସାଧାରଣରେ ମତ ପ୍ରକାଶ ପାଇଛି।ଓଡିଶାର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ରେ ଏଭଳି ପ୍ରଶାସନିକ ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଚାଲାଇଛନ୍ତି ତାହେଲେ ସାଧାରଣ ଜନତା ଆଶା କରିବେ କ'ଣ ? ସେଥିପାଇଁ ତ ଦାଦନ ଶ୍ରମିକ ଚାଲାଣ ଥମିବାର ନାଁ ନେଉନାହିଁ ବୋଲି କୁହାଯାଏ।ଏହି ପ୍ରସଙ୍ଗକୁ ଉପମୁଖ୍ୟ ମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ବ୍ଳକ ପ୍ରଶାସନ ଉପରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like