-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ବିଶ୍ୱ ଏଡ଼ସ ଦିବସ ପାଳନ ଅବସରେ ଡାବୁଗାଁ ରେ କଲେଜ ଛାତ୍ର ଛାତ୍ରି ମାନଙ୍କ ଦ୍ୱାରା ସଚେତନତା ରେଲି ଅନୁଷ୍ଠିତ

02-Dec-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
 ଡାବୁଗାଁ ବ୍ଳକରେ ଥିବା ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଗତ କାଲି ରବିବାର ଛୁଟି ଦିବସ ପଡିଥିବାରୁ କାଲିର କାର୍ଯ୍ୟକ୍ରମକୁ ଆଜି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମହାଆଡମ୍ବର ରେ ବିଶ୍ଵ ଏଡସ୍  ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଉକ୍ତ ବିଦ୍ୟାଳୟ ପରିସରରୁ ଛାତ୍ରଛାତ୍ରୀମାନେ ବିଶ୍ଵ ଏଡସ୍ ଦିବସ ବ୍ୟାନର ଧରି ହାତରେ ଏଡସ୍ ସଚେତନତା ର ପ୍ଲା କାର୍ଡ ଧରି ଏଡସ୍ ସଚେତନତା ର ନାରା ଦେଇ ଡାବୁଗାଁ ସହର ପରିକ୍ରମା କରି ବିଦ୍ୟାଳୟ କୁ ଫେରିଥିଲେ। ପରେ ବିଦ୍ୟାଳୟ ର ଏକ ଗୃହରେ ସଚେତନତାର ଏକ ସଭା ଆୟୋଜନ କରାଯାଇ ଥିଲା lଉକ୍ତ ସଭାରେ ସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକଙ୍କ ସଭାପତିତ୍ବ କରିଥିଲେ। ଏଡସ୍ ରୋଗୀ ଙ୍କୁ ଘୃଣା ନକରି ନିଜର ଭାବି ସରଳ ବ୍ୟବହାର କରିବା,ଏଡସ୍ ଛୁଆଁ ରୋଗ ନୂହେଁ, ଡାକ୍ତରଖାନାରେ ଇଞ୍ଜେକସନ୍ ନେବା ବେଳେ ନୂଆ ସିରିଞ୍ଜ ବ୍ୟବହାର, ଚୁଟି ଓ ଦାଢ଼ି କାଟିବା ବେଳେ ରକ୍ତ ଲାଗିଥିବା ବ୍ଲେଡ ଓ କଇଁଚି ପରିଷ୍କାର କରି କିମ୍ବା ନୂତନ ବ୍ଲେଡ ବ୍ୟବହାର କରିବା ପ୍ରତି ଧ୍ୟାନ ଦେବା ଆବଶ୍ୟକ।ଏଡସ୍ ପ୍ରତି ସଚେତନ ହେବା,ଏଡସ୍ ର ଭୟାବହତl,ଏହି ଭୁତାଣୁ ର ଅବସ୍ଥାନ, ସଂକ୍ରମଣର ମାଧ୍ୟମ, ଏଡସ୍ ନିବାରଣର ଆବଶ୍ୟକତା, ଏଡସ୍ ନିବାରଣ ଶିକ୍ଷାର ଲକ୍ଷ୍ୟ, ଏହିରୋଗର ଲକ୍ଷଣ, ଚିକିତ୍ସା ପ୍ରଣାଳୀ ଏବଂ ଏହି ରୋଗ ସଂକ୍ରମଣ ବିଷୟରେ ନିଜେ ବୁଝିବା ସହ ଅନ୍ୟକୁ ବି ବୁଝାଇବା ଏଵଂ ସତର୍କତା ରହିବା ଆବଶ୍ୟକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like