-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||     

HOME   ଜିଲ୍ଲା

ସାଲେଭଟା ର ଏକ କିରାନା ଦୋକାନ ରୁ ଚୋରି, ଧରା ପଡ଼ିଥିବା ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ

02-Dec-2024



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଠାରେ ଚୋରି ହୋଇଥିବା ଜାଣିବାକୁ ମିଳିଛି l ସୂଚନା ରୁ ପ୍ରକାଶ ଯେ ଗତ କାଲି ରାତି ପ୍ରାୟ ଦୁଇଟା ତିରିଶ ରେ ସାଲେଭଟା ଫାଣ୍ଡି ପୋଲିସ୍ ପେଟ୍ରୋଲିଙ୍ଗ କରୁଥିବା ସମୟ ରେ ନନ୍ଦଲାଲ୍ ନାଏକ ଙ୍କର କିରାନା ଦୋକାନ କବାଟ ଖୋଲାଥିବା ଦେଖିବାକୁ ପାଇଥିଲା ପୋଲିସ୍ l ଚୋରି ହେଇଥିବା ନେଇ ପୋଲିସ କୁ ସନ୍ଦେହ ହେବାର ରୁ ଦୋକାନ ମାଲିକ ନନ୍ଦଲାଲ ଙ୍କୁ ଫୋନ୍ ଯୋଗେ ଜଣେଇ ଥିଲା ପୋଲିସ୍ l ନନ୍ଦଲାଲ ଦୋକାନ ରେ ପହଞ୍ଚିବା ପରେ ପୋଲିସ୍ ର ସନ୍ଦେହ ସତ ହୋଇଥିଲା ଦୋକାନ ରୁ ଚୋରି ହୋଇଥିବା ନେଇ ଅଭିଯୋଗ ଆଣିଲେ ନନ୍ଦଲାଲା l ତା ପରେ ପୋଲିସ୍ ଦୋକାନ ରେ ଥିବା ସିସିଟିଭି ଯାଞ୍ଚ କଲା ପରେ ପ୍ରକୃତ ଘଟଣା ଟି ସାମ୍ନା କୁ ଆସିଥିଲା l ତିନି ଜଣ ଦୃବୁଦ୍ଧ କୁନା କୁମ୍ଭାର ସାଲେଭଟା, ଶେଖର ମୁଣ୍ଡା ଓ ରାହୁଲ ମୁଣ୍ଡା ଉଭୟ ବଲାଙ୍ଗୀର ଡୁଙ୍ଗରିପଡ଼ା ର ଦୋକାନ ର ତାଲା ଭାଙ୍ଗି ଦୋକାନ ରେ ଥିବା ଦଶ ହଜାର ଟଙ୍କା ଏବଂ ରାସନ୍ ସାମଗ୍ରୀ ଚୋରି କରି ନେଇଥିବା ଜଣା ପଡିଥିଲା l ଚୋରମାନେ ସକାଳ ରେ ଚୋରି ସାମଗ୍ରୀ କୁ ନେଇ ବିକ୍ରୀ କରିବାକୁ ଯାଉଥିବା ବେଳେ ଲୋକ ଙ୍କ ହାବୁଡ ରେ ପଡ଼ିଯାଇଥିଲେ l ଉଦ୍ଦିଷ୍ଟ ଲୋକେ ଉତ୍ତମ ମାଧ୍ୟମ ଦେଇ ପୋଲିସ୍ ରେ ଜିମା ଦେଇଥିଲେ। ଶେଷରେ ଆଜି ଲୋଇସିଂହା ପୋଲିସ୍ ତାଙ୍କୁ କୋର୍ଟ ଚାଲାଣ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ   16-Jul-2026
  ଜିଲ୍ଲା  
ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ   16-Jul-2026
  ଜିଲ୍ଲା  
ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   16-Jul-2026
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026

You Might Also Like