-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

୧୪ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ: ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ

09-Jan-2021



କଳାହାଣ୍ଡି(ପ୍ରେରଣା ଖବର) କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିଫ୍ ଜଳସେଚନ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଞ୍ଚି ସାରିଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଉପସ୍ଥିତିରେ ଏହାକୁ ଲୋକାର୍ପଣ କରାଯିବ ବୋଲି ମଙ୍ଗଳପୁର ପମ୍ପ ହାଉସ୍ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ସକାଳ ୮ଟା ସମୟରେ କଳାହାଣ୍ଡି ଜିଲ୍ଲାପାଳ ଓ ଏପି ପ୍ରକଳ୍ପ ସ୍ଥଳରେ ପହଞ୍ଚି ପ୍ରାକ୍ ପ୍ରସ୍ତୁତି ସମ୍ପର୍କରେ ଅଧିକାରୀଙ୍କ ସହ ବ୍ୟାପକ ଆଲୋଚନା ଓ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି।କିପରି ସୁରକ୍ଷିତ ଭାବେ କାର୍ଯ୍ୟକ୍ରମ ସଫଳ ହେବ ସେ ଦିଗରେ ବିଶେଷ ଭାବରେ ଉଦ୍ୟମ ଜାରି କରାଯାଇଛି କଳାହାଣ୍ଡି ଜିଲ୍ଲାପାଳ ଡଃ ଗାଭାଳି ପରାଗ ହର୍ଷଦ, ଏସପି ଡଃ ଶ୍ରବଣା ବିବେକ ଏମ, ଲୋକାର୍ପଣକୁ ନେଇ ଅସ୍ଥାୟୀ ହେଲିପ୍ୟାଡ୍ ପଡ଼ିଆ ଏବଂ ବ୍ୟବସ୍ଥା ସମ୍ପର୍କରେ ସବିଶେଷ ଆଲୋଚନା କରି ଫେରିଛନ୍ତି। ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପଦ୍ମନାଭ ପଣ୍ଡା, ବିଡିଓ ଐଶ୍ବର୍ଯ୍ୟା ସାମନ୍ତରାୟ, ତହସିଲ୍‌ଦାର ସୁଭଦ୍ରା ମୁଣ୍ଡିକା, ଥାନାଧିକାରୀ ରଶ୍ମିତା ପ୍ରଧାନ ନିର୍ବାହୀ ଯନ୍ତ୍ରୀ ରାଜକୁମାର ବେହେରା, ଅଜିତ ପାତ୍ର, ପୂର୍ବ ବିଭାଗର ନିର୍ବାହୀ ଯନ୍ତ୍ରୀ ଅଜିତ ବାବୁ ସମେତ ପଦାଧିକାରୀ ମାନେ ଉପସ୍ଥିତ ଥିଲେ। ସୂଚନା ଥାଉକି ଏଲଆଣ୍ଡଟି ଦ୍ଵାରା ୭୫୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେଉଛି ଇନ୍ଦ୍ରାବତୀ ମେଗାଲିଫ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ମାସ ୧୪ ତାରିଖରେ ଇନ୍ଦ୍ରାବତୀ ମେଗା ଲିଫ୍ଟର ଲୋକାର୍ପଣ କାର୍ଯ୍ୟକ୍ରମ ରଖିଥିବାରୁ ସମସ୍ତଙ୍କ ମନରେ ଅହେତୁକ ଉତ୍ସାହ ଲାଗି ରହିଥିବା ଦେଖିବାକୁ ମିଳୁଛି ଏବଂ ୨୫ହଜାର ୨୭୫ ହେକ୍ଟର ଜମିରେ ପାଣି ଲାଗିବ ନେଇ ଚାଷୀଙ୍କ ମନରେ ଉତ୍ସାହ ର ଲହରି ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like