-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||     

HOME   ଜିଲ୍ଲା

*ଜିଲ୍ଲା କୋର୍ଟ କର୍ମଚାରୀ ସଂଘ ଓ ଓକିଲ ସଂଘ ମଧ୍ୟରେ ବନ୍ଧୁତ୍ୱ ପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଟିତ*

02-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର କଲେଜ୍ ପଡିଆ ଠାରେ ଜିଲ୍ଲା କୋର୍ଟ କର୍ମଚାରୀ ସଂଘ ଓ ଜିଲ୍ଲା ଓକିଲ ସଂଘ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଟିତ ହୋଇ ଯାଇଛି l ଜିଲ୍ଲା  କୋର୍ଟ କର୍ମଚାରୀ ସଂଘ ଦଳ ପ୍ରଥମେ ଇନିଂସ୍ ବ୍ୟାଟିଂ କରି ଜିଲ୍ଲା ଓକିଲ ସଂଘ ଦଳ କୁ ୧୬୩ ରନ୍ ଟାର୍ଗେଟ ଦେଇଥିବା ବେଳେ ଦ୍ବିତୀୟ ଇନିଂସ ବ୍ୟାଟିଂ କରି ମାତ୍ର ୪୧ ରନ୍ ରେ ଜିଲ୍ଲା ଓକିଲ ସଂଘ ଦଳ ଖେଳାଳି ଅଲ୍ ଆଉଟ୍ ହୋଇ ଯାଇଥିଲେ l ଶିବାଶିଷ ମିଶ୍ର ଜିଲ୍ଲା ଜଜ୍ କୋର୍ଟ ଦଳ ର କ୍ୟାପଟେନ ଦାୟିତ୍ବ ତୁଲାଇ ଥିବା ବେଳେ ତାଙ୍କ ବିଜୟୀ ଦଳ ପକ୍ଷରୁ ରକି ମେହେର ସର୍ବାଧିକ ୫୭ ରନ ସ୍କୋର କରିଥିଲେ l ସେହିପରି ବିଜୟୀ ଜିଲ୍ଲା କୋର୍ଟ କର୍ମଚାରୀ ସଂଘ ଦଳ ର ସୁପ୍ରତୀକ ମିଶ୍ର ସର୍ବାଧିକ ଛଅ ଟି ୱିକେଟ ହାସଲ କରି ଜିଲ୍ଲା ଓକିଲ ସଂଘ ଦଳ କୁ ଧରାଶାୟୀ କରିଦେଇଥିଲେ l ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଦୌରା ଜଜ୍ ଶ୍ରୀ ରଶ୍ମୀ ମୋହନ ଆଚାର୍ଯ୍ୟ ମ୍ୟାଚ୍ ର ଶୁଭ ଉଦ୍ଘାଟନ କରିଥିବା ବେଳେ ଫେମିଲି କୋର୍ଟ ଜଜ୍ ଶ୍ରୀ ପ୍ରଶାନ୍ତ ମିଶ୍ର ଓ ରେଜିଷ୍ଟ୍ରାର ଶଙ୍ଖ ଚକ୍ରବର୍ତ୍ତୀ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଈ ଉଭୟ ଦଳ ର ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ ଓ ବିଜୟୀ ଦଳ ଓ ଶ୍ରେଷ୍ଠ ଖେଳାଳି ମାନଙ୍କୁ ପୁରସ୍କୃତ କରିଥିଲେ l ନନ୍ଦ କିଶୋର ତ୍ରୀପାଠୀ ଜିଲ୍ଲା ଓକିଲ ସଂଘ  ଦଳ ପକ୍ଷରୁ କ୍ୟାପଟେନ ଦାୟିତ୍ବ ତୁଲାଇ ଥିବା ବେଳେ ଓକିଲ ସଂଘ ସଭାପତି ବିଧାନ ଚନ୍ଦ୍ର ପାଣିଗ୍ରାହୀ ଓ ସଂପାଦକ ଦାଶ ଦିପ୍ତ ମହାପାତ୍ର ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026

You Might Also Like