-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଅଟଳ ବିହାରୀ ପଣ୍ଡା ଙ୍କ ଜନ୍ମ ବାର୍ଷିକୀ ଭିନ୍ନ ଢଙ୍ଗ ରେ ପାଳିତ*

02-Dec-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ବର୍ଷୀୟାନ କଳାକାର ସ୍ୱର୍ଗତ ଅଟଳ ବିହାରୀ ପଣ୍ଡା ଙ୍କ ଜନ୍ମ ଜୟନ୍ତୀ ଏକ ଭିନ୍ନ ଢ଼ଙ୍ଗରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଠାରେ ପାଳିତ ହେଇଯାଇଛି। ଏହି ଜନ୍ମବାର୍ଷିକୀ ଉପଲକ୍ଷେ ବିନିକା ଟାଉନହଲରେ ସ୍ବେଚ୍ଛାକୃତ ରକ୍ତଦାନ ଓ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଭୋଇ, ବିନିକା ଓକିଲ ସଂଘ ସଭାପତି ସୁଧାଂଶୁ ଶେଖର ଦାଶ, ଯୁବ ବ୍ୟବସାୟୀ ପ୍ରଶାନ୍ତ ବାବୁ, ଜନତା ଗ୍ୟାରେଜ ପ୍ରତିଷ୍ଠାତା ଭୀମସେନ ସାହୁ ପଶ୍ଚିମ ଓଡିଶା ୟୁବା ମଞ୍ଚ ସୁବର୍ଣ୍ଣପୁର ଜିଲ୍ଲା ଉପଦେଷ୍ଟା ସୃଜନ କୁମାର ପଣ୍ଡାଙ୍କ ସମେତ ସମସ୍ତ ଅତିଥି ରିବନ୍ କାଟି ଉଦଘାଟନ କରିଥିଲେ। କାର୍ଯ୍ୟକାରୀ ସଦସ୍ୟ ଅରବିନ୍ଦ ତ୍ରିପାଠୀଙ୍କ ତତ୍ୱାବଧାନରେ ୪ ଜଣ ମହିଳାଙ୍କ ସମେତ ସମୁଦାୟ ୩୨ ୟୁନିଟ ରକ୍ତ ସଂଗ୍ରହ ହେଇଥିବା ବେଳେ ୫୦ ଜଣ ରୋଗୀ ଙ୍କ ଚକ୍ଷୁ ପରୀକ୍ଷା ମହାନଦୀ ନେତ୍ର ଚିକିତ୍ସାଳୟ ପକ୍ଷରୁ କରାଯାଇଥିଲା। ଏବଂ ୧୦ ଜଣକୁ ମାଗଣା ଅପେରସନ ଲାଗି ପଣ୍ଡାପାଲି ସ୍ଥିତ ମହାନଦୀ ନେତ୍ର ଚିକିତ୍ସାଳୟରେ ଭର୍ତ୍ତି କରା ହୋଇଥିବା ସୂଚନା ମିଳିଛି। ଏହି କାର୍ଯକ୍ରମରେ ଯୁବାମଞ୍ଚ ସଭାପତି ଅଜିତ କୁମାର ପତି, ସୁମନ୍ତ ଶତପଥି, ଯତୀନ୍ଦ୍ର ନାୟକ, ଯୋଗଦାନ କରିଥିବା ବେଳେ କାର୍ଯକ୍ରମରେ ଶିବ ଶଙ୍କର ପଣ୍ଡା, ନିରାକାର ମେହେର, ଅଭିଳାଷ ମିଶ୍ର, ଦେବାଶିଷ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like