-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜରେ ରକ୍ତଦାନ ଶିବିର, ୪୩ୟୁନିଟ ରକ୍ତ ସଂଗୃହିତ

02-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲା କଣ୍ଟାମାଳ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ମାନବ ସେବା ସଦନ ରୁଗୁଡ଼ିପାଲି ଏବଂ ଯୁବ ରେଡକ୍ରସ୍ ପଞ୍ଚାୟତ ମହାବିଦ୍ୟାଳୟ, କଣ୍ଟାମାଳର ମିଳିତ ଆନୁକୂଲ୍ୟରେ ଏକ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ବୁର୍ଲା ଭୀମସାର ରକ୍ତ ଭଣ୍ଡାର ବିଶେଷଜ୍ଞ ମାନଙ୍କ ଦ୍ୱାରା ରକ୍ତ ସଂଗୃହିତ କରାଯାଇଥିବା ବେଳେ ସର୍ବମୋଟ ୪୩ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ସାଂସଦ ପ୍ରତିନିଧି ଦୀପକ ବାରିକ ମୁଖ୍ୟଅତିଥି ଏବଂ ଶ୍ରୀକାନ୍ତ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ l ପରେ କଲେଜ ପରିଚାଳନା କମିଟି ସଭାପତି ଭବାନୀ ଶଙ୍କର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା ସଭାରେ ରେଡକ୍ରସ ପରାମର୍ଶଦାତା ଉମାକାନ୍ତ ନାୟକ ମୁଖ୍ୟଅତିଥି, କଲେଜ ଅଧ୍ୟକ୍ଷ ବସନ୍ତ କୁମାର ପଟ୍ଟନାୟକ, ଡାକ୍ତର କାହ୍ନୁଚରଣ ପାଢ଼ୀ, ସମାଜସେବୀ ଶୀତିକାନ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ଯୋଗଦେଇ ରକ୍ତଦାତାଙ୍କୁ ଦିଗଦର୍ଶନ ଦେଇଥିଲେ l ମାନବ ସେବା ସଦନ ସଂଗଠନ ସଭାପତି ବଳରାମ ବାଘ ସଭାର ଉଦ୍ଧେଶ୍ୟ ବିଷୟରେ କହିଥିଲେ l ଅଧ୍ୟାପକ ସମୀର ମେହେର ଅତିଥି ପରିଚୟ ଓ ଛାତ୍ରନେତା ସାହିଲ ସାହୁ ପରିଚାଳନା କରିଥିଲେ l ସଙ୍ଗଠନ ସଦସ୍ୟ ରଞ୍ଜନ କୁମାର ପାତ୍ର ଧନ୍ୟବାଦ ଦେଇଥିଲେ l ଆଦିବାସୀ ନେତା ଡମ୍ବରୁଧର କହଁର, ମାନବ ସେବା ସଦନ ସଙ୍ଗଠନର ସମସ୍ତ ସଦସ୍ୟ, ଯୁବରେଡକ୍ରସ ସଦସ୍ୟ ଏବଂ କଲେଜର ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like