-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||     

HOME   ରାଜ୍ୟ

ପ୍ରତ୍ସାହନ ପାଳଟିଛି ଜନ ଶୁଣାଣି ଶିବିର

02-Dec-2024



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସମସ୍ୟା ର ସମାଧାନ ପାଇଁ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ରାଜ୍ୟ ସ୍ତରରେ ଜନଶୁଣାଣୀ ଶିବିର ଅନୁଷ୍ଠିତ କରୁଛନ୍ତି। କିନ୍ତୁ କେତେକ ସ୍ଥାନରେ ପ୍ରଶାସନିକ ଅଧିକାରୀ ଙ୍କ ଅବହେଳା ଯୋଗୁଁ ଜନଶୁଣାଣୀ ଶିବିର ଏକ ପ୍ରତ୍ସାହନ ପାଳଟିଥିବା ଦେଖିବାକୁ ମିଳୁଛି। ଯାହା ଫଳରେ ଜନତା ନିଜ ଅଭିଯୋଗ ପତ୍ର ଦାଖଲ କରିବାରୁ ବଞ୍ଚିତ ରହୁଛନ୍ତି। ଅନ୍ୟପଟେ ସରକାରୀ ଅଧିକାରୀ ମାନେ ଜନଶୁଣାଣୀ ଶିବିର ରେ ଅଳ୍ପ ସମୟ ପର୍ଯ୍ୟନ୍ତ ରହି ନିଜର କାର୍ଯ୍ୟ ସମ୍ପୂର୍ଣ୍ଣ କରିଦେଉଛନ୍ତି। ସରକାର ଙ୍କ ନିର୍ଦ୍ଦେଶ ମୁତାବକ ଯେକୌଣସି ବ୍ଳକ କାର୍ଯ୍ୟାଳୟ ରେ ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହେବ ତାହେଲେ ଗୋଟିଏ ସପ୍ତାହ ପୂର୍ବରୁ ପ୍ରଚାର ପ୍ରସାର କରିବେ ଯାହାକି ଗାଁ ଗହଳି ର ଲୋକେ ଖବର ପାଇ ଜନଶୁଣାଣୀ ଶିବିରରେ ଯୋଗ ଦେଇ ପାରିବେ।ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ରେ ଗୋଟିଏ ବର୍ଷ ହେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିଜର ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି। ଗ୍ରାମ ପଞ୍ଚାୟତ ହେଉ କିମ୍ବା ବ୍ଳକ ସ୍ତରୀୟ ଜନଶୁଣାଣୀ ଶିବିର ହେଉ ପ୍ରଚାର ପ୍ରସାର କରୁନଥିବା ବେଳେ ବେଲପଡା ଅଞ୍ଚଳର ଲୋକମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି।୨/୧୨/୨୪ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜି ଇସଲୱ।ର , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରିଷୀକେଶ ଖିଲାରୀ, ଜିଲ୍ଲା ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ସହକାରୀ ପ୍ରକଳ୍ପ ଉନ୍ନୟନ ଅଧିକାରୀ ତରଣୀ ସୁନା, ଏବଂ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଅପରପକ୍ଷରେ ପ୍ରଚାର ପ୍ରସାର ଅଭାବ ରୁ ଯୋଗୁଁସାଧାରଣ ଅଭିଯୋଗ କେବଳ ମାତ୍ର ୧୭ ଜଣ ଅଭିଯୋଗକାରୀ ଅଭିଯୋଗ ପତ୍ର ଦାଖଲ କରିବାର ସୁଯୋଗ ପାଇଥିଲେ ଏବଂ ଆର୍ ଏଚ୍ ଅଭିଯୋଗ ୨୨ ଟି ହୋଇଥିବା ର ସୂଚନା ମିଳିଛି। ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ  ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ମାତ୍ର ଏକ ଘଣ୍ଟା ରହି ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ସାରିଦେଇଥିଲେ ।ବେଲପଡ଼ା ବ୍ଳକ ଏକ ଆଦିବାସୀ ଅଧ୍ୟୁଷିତ ଓ ଦାଦନ ପ୍ରବଣ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଗରିବ ଲୋକସଂଖ୍ୟା ବେଶୀ। ଏହି ଅଞ୍ଚଳ ରେ ଅନେକ ସମସ୍ୟା ପଡ଼ି ରହିଥିବା ବେଳେ ତାହାର ସମାଧାନ ହୋଇପାରୁନାହିଁ ବୋଲି ଜନସାଧାରଣରେ ମତ ପ୍ରକାଶ ପାଇଛି।ଓଡିଶାର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ରେ ଏଭଳି ପ୍ରଶାସନିକ ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଚାଲାଇଛନ୍ତି ତାହେଲେ ସାଧାରଣ ଜନତା ଆଶା କରିବେ କ'ଣ ? ସେଥିପାଇଁ ତ ଦାଦନ ଶ୍ରମିକ ଚାଲାଣ ଥମିବାର ନାଁ ନେଉନାହିଁ ବୋଲି କୁହାଯାଏ।ଏହି ପ୍ରସଙ୍ଗକୁ ଉପମୁଖ୍ୟ ମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ବ୍ଳକ ପ୍ରଶାସନ ଉପରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026

You Might Also Like