-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟରେ ଭିନ୍ନକ୍ଷମ ଦିବସ ପାଳିତ

03-Dec-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ଆଜି ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ସ୍ତରୀୟ ଭିନ୍ନକ୍ଷମ ଦିବସ ବେଲପଡା ଗୋଷ୍ଠୀ ଅଧିକାରୀ ଙ୍କ କାର୍ଯ୍ୟାଳୟରେ ଧୁମ୍ ଧାମରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରକାରର ସହାୟକ ଉପକରଣ ବଣ୍ଟନ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ଏହି କାର୍ଯ୍ୟକ୍ରମ କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିନବ ମିଶ୍ର ଙ୍କ ସହ ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀ ଅଭିଜିତ ସେଠ ,ବି ଆର୍ ସି ସି ଚତୁର୍ଭୁଜ ମିର୍ଦ୍ଧା, ଏବିଇଓ ଜଗବନ୍ଧୁ ମାଝି ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଉତ୍ସାହିତ କରିଥିଲେ।ଆଇ ଇ ଡି ର ମୁଖ୍ୟ ରାଜପ୍ରସାଦ ମହାଲିଙ୍ଗ, ନେତ୍ରାନନ୍ଦ ମେହେର, ଆଶୁତୋଷ ଠାକୁର , ପାଣ୍ଡବ ତାଣ୍ଡି,ହାରାବତୀ ପ୍ରଧାନ,ଟିକେଶ୍ବରୀ ମିର୍ଦ୍ଧା ସମସ୍ତ କାର୍ଯ୍ୟ କୁ ତଦାରଖ ରଖିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗୋଲାପ ବିଶ୍ବାଳ, ଯୁବରାଜ ବିଭାର, ଯୁଧିଷ୍ଠିର ବର୍ଗେ, ଆଶିଷ ବାରିକ, ଚିନ୍ତାମଣି ପାଢ଼ୀ, ଅନିତା ମେହେର, ସ୍ୱାଗତିକା ଦାଶ, ସୂର୍ଯ୍ୟଭାନୁ ହୋତା, ଗୋପାଳ ନାଗ, ଯୁଗଳ କିଶୋର ପାଣ୍ଡେ ,ଭୋଲେଶ୍ବର ତାଣ୍ଡି,ବି ପି ସିଂ ନାଏକ, ମନୋରଞ୍ଜନ ମେହେର ଉପସ୍ଥିତ ରହି ସହଯୋଗ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ସକାଳ ୯:୦୦ ଟା ରୁ ଅପରାହ୍ନ ୪:୩୦ ରେ ସମାପନ ହୋଇଥିଲାବେଳେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସ୍ଥାନ ଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ପରିଶେଷରେ କବିତା ମାଧ୍ୟମରେ କୋଶଳିକବି ଆଶୁତୋଷ ଠାକୁର ଧନ୍ୟବାଦ ଅର୍ପଣ କରି କାର୍ଯ୍ୟ ସମାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like