-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

03-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର କୋଡ଼ିବାହାଲ-କୁରୁକୁପାସ୍ଥିତ ଭୀମଭୋଇ ସ୍ୱତନ୍ତ୍ର ବିଦ୍ୟାଳୟରେ ଅନୁଷ୍ଠାନ ଓ ବାଲରକ୍ଷା ଭାରତ ର ମିଳିତ ସହଯୋଗରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି  l ଏହିଅବସରରେ ପ୍ରତିଷ୍ଠାତା ସଦସ୍ୟ ତଥା ନିର୍ଦ୍ଦେଶକ ମନବୋଧ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ  ସ୍ଥାନୀୟ ଘଣ୍ଟାପଡ଼ା ଥାନାଧିକାରୀ ନରସିଂହ ମହାପାତ୍ର ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ଭାବେ ଘଣ୍ଟାପଡ଼ା ସିଆରସିସି ରୂପାସିଂ କ୍ଷେତି, ଶିକ୍ଷାବିତ ନିଳାଞ୍ଚଳ ଭୋଇ, ବାଲରକ୍ଷା ଭାରତର ଫିଲ୍ଡ କୋଡିନେଟର ଦୟାନିଧି ଜଗତ ଓ  କଣ୍ଟାମାଳ ବ୍ଲକ୍ ସାମ୍ବାଦିକ ସଂଘ (କବ୍ଜା)ର ଉପସଭାପତି ପ୍ରଭାତ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟର  ଅନ୍ତେବାସୀଙ୍କୁ ଭିନ୍ନକ୍ଷମଙ୍କ ସମସ୍ୟା, ତାର ନିରାକରଣ ଓ ଅନ୍ତର୍ନିହିତ ଅଙ୍ଗର ପରିପ୍ରକାଶ ଉପରେ ଏବଂ  ଇଶ୍ଵରଙ୍କ ବିଚାରଧାରାକୁ ଗ୍ରହଣ କରି ତାର ସଦୁପଯୋଗକଲେ ପଙ୍ଗୁ ଲଙ୍ଘି ପାରେ ଗିରି ଉପରେ ବକ୍ତବ୍ୟ ରଖିଥିଲେ। ସଭା ପ୍ରାରମ୍ଭରେ ଦିବ୍ୟାଙ୍ଗ ଶିଶୁଙ୍କ ସ୍ୱାଗତ ସଙ୍ଗୀତରେ ଅତିଥିମାନେ ମ୍ରିୟମାଣ ହୋଇ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ମନବୋଧ ନନ୍ଦଙ୍କୁ ତାଙ୍କର ଏପରି କଳ୍ପନାକୁ ଉଚ୍ଚ ପ୍ରଶଂସା କରିଥିଲେ । ସହକାରୀ ଶିକ୍ଷକ ଘନଶ୍ୟାମ ନାଏକ ଅତିଥି ପରିଚୟ କରିଥିବା ସ୍ଥଳେ ଶିକ୍ଷକ ରାହାସ ବିଭାର ଧନ୍ୟବାଦ ଦେଇଥିଲେ। ସଭାପରେ ଦିବ୍ୟାଙ୍ଗଭାଇ ଭଉଣୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଏସବୁ କାର୍ଯ୍ୟରେ ବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ବାଲରକ୍ଷା ଭାରତର ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like