-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଆସନ୍ତା ଡିସେମ୍ବର ୧୪ ତାରିଖରେ  ୪ର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ ଶିବିର 

03-Dec-2024



ବଲାଙ୍ଗିର(ଦେବାଶିଷ ବହିଦାର): ଆସନ୍ତା ଡିସେମ୍ବର ୧୪ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ଼, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ତୁଷୁରା, ମୁରିବାହାଲ ଏବଂ ବଙ୍ଗମୁଣ୍ଡା ଅଦାଲତ ପରିସରରେ ଓ ଜିଲ୍ଲାର ସମସ୍ତ ରାଜସ୍ଵ ବିଭାଗ ତଥା ରାଷ୍ଟ୍ରାୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ ବିଭାଗ, ବିଏସଏନଏଲ, ପୌର ପାଳିକା, ଜଳଯୋଗାଣ, ଉପଭୋକ୍ତା ଫରମ ମାନଙ୍କର ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି। ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଦମା ଯଥା ଫୌଜଦାରୀ(ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ରଣ, ମୋଟର ଦୁର୍ଘଟଣାଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହାସହ ପ୍ରାକ୍ ମକଦ୍ଦମାସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରଷ୍ଟ୍ରୀୟ ଲୋକ ଆଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ କରିବାକୁ ପଡେ ନାହିଁ ଏବଂ ଲୋକ ଅଦାଲତ ଙ୍କ ରାୟ ବୈଧ ଏବଂ ଚୂଡାନ୍ତ ଅଟେ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ଼, ଟିଟିଲାଗଡ, କଣ୍ଟାବାଞ୍ଜି,ଲୋଇସିଂହା, ସଇଁତଳା ଏବଂ ମୁରିବାହାଲ ଏବଂ ଅନ୍ୟ ଉପରୋକ୍ତ ବିଭାଗ ମାନଙ୍କ ସହିତ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like