-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ଉପର ଇନ୍ଦ୍ରାବତୀ ଡ୍ୟାମ ରୁ ପାଣି ନମିଳିବାରୁ ମୋଟେର ଠାରେ ରାସ୍ତା ରୋକ ଆନ୍ଦୋଳନ

03-Dec-2024



(ତ୍ରିନାଥ ବେଶ୍ରା)
ପାଣି ପାଇଁ ତାତିଲେ ଚାଷୀ, ରାଜ ରାସ୍ତାରେ ବସିବା ସହ ରାସ୍ତା ଅବରୋଧ କଲେ ଅନ୍ନଦାତା l କୋକସରା ବ୍ଲକ ମୋଟେରଠାରେ ଜାତୀୟ ରାଜପଥ ୨୬ ଆବାରୋଧ କଲେ ଚାଷି।କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକକୁ ଉପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର କେନାଲ ଓ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ଚକିତ ରବି ରୁତୁ ପାଇଁ ଜଳ ଯୋଗାଣ ନେଇ ରାସ୍ତା ଆବରୋଧ କଲେ ଚାଷୀl ପ୍ରଶାସନ ଓ ଉପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପ ଅଧିକାରୀଙ୍କ ସହ ଆଲୋଚନା କରି ବିଫଳ ଓ ଜଳ ଯୋଗାଣ ଅନିଶ୍ଚିତ ହେବାରୁ ଜୟପୁର ଭବାନୀପାଟଣା ମୁଖ୍ୟରାସ୍ତା ଅବରୋଧ କଲେ ଚାଷିl ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ଠପ୍ । 
ଏଠାରେ ପ୍ରକାଶ ଯେ’ କୋକସରା , ଜୟପାଟଣା ଓ ଧର୍ମଗଡ ବ୍ଲକରେ ଉପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ୨୬ ହଜାର ହେକ୍ଟର ଚାଷ ଜମିରେ ଚାଷ ହେଉଥିବା ବେଳେ ସର୍ବାଧିକ ୨୮କିମି କେନାଲ ରହିଛି ଏହି ବ୍ଲକ ଗୁଡିକରେ। ହେଲେ ଏହି ବ୍ଲକର ଚାଷି ଚକିତ ରବି ରୁତୁ ପାଇଁ ଜଳ ଯୋଗାଣରୁ ବଞ୍ଚିତ ହୋଇଛି ଅଥଚ ଇନ୍ଦ୍ରାବତୀର ପାଣି ଶିଳ୍ପକୁ ଦିଆଯାଉ ଥିବାକୁ ବିରୋଧ କରିଛି ଚାଷି । 
ଏହି ରାସ୍ତା ରୋକ ଆନ୍ଦୋଳନରେକୋକସରାବ୍ଲକ କୃଷକସଂଗଠନ ସଭାପତି ଶିବ ପ୍ରସାଦ ପ୍ରଧାନୀ, ବ୍ଲକ ଉପlଦକ୍ଷ୍ୟ ରାଜୀବ କୁମାର ଅଗ୍ରୱାଲ, ଙ୍କ ଉପସ୍ଥିତ ରେ କୋକସରା ବ୍ଲକ ର ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ପାଣି ପାଇଁ କଲମପୁର ଓ ଜୟପାଟଣା ବ୍ଳକର ଶହ ଶହ ଚାଷୀ ସାମିଲ ହୋଇଛନ୍ତି। ଘଟଣା ସ୍ଥଳରେ କୋକସରା ତହସିଲଦାର, ଧର୍ମଗଡ ଉପଖଣ୍ଡ ପୋଲିସ୍ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି l ସେମାନଙ୍କ ଦାବୀ ପୁରାଣ ନ ହେଲେ ଆଗାମୀ ଦିନରେ ଚାଷୀ ସମସ୍ତ ସରକାରୀ କାର୍ଯ୍ୟାଳୟ ଅଚଳ କରିବୁ ବୋଲି କହିଛନ୍ତି l ଚାଷୀ ଙ୍କ ଏହି ଆନ୍ଦୋଳନକୁ ସମର୍ଥନ କରି ମହିଳା ଚାଷୀ ମାନେ ମଧ୍ୟ ସାମିଲ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like