-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଦିବ୍ୟଙ୍ଗ ଶିଶୁଙ୍କୁ ସ୍ବାବଲମ୍ବୀ କରିବା ଆମର ଦାୟିତ୍ବ ; ଉପଜିଲ୍ଲାପାଳ କୁଚିଣ୍ଡା

03-Dec-2024



କୁଚିଣ୍ଡା ସ୍ଥିତ ଅରୁଣୋଦୟ ମାନସିକ ଭିନ୍ନକ୍ଷମ ବିଦ୍ୟାଳୟଠାରେ ଆଜି ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଜିଲ୍ଲାପାଳ ତଥା ବିଦ୍ୟାଳୟ ଚେୟାରମେନ  ଗୌରବମୟ ପ୍ରଧାନଙ୍କ ସଭାପତିତ୍ବରେ ପାଳିତ ହୋଇ ଯାଇଅଛି।

           ■■■◇◇◇■■■◇◇◇

ଏହି ଅବସରରେ ମୂଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ରାଜକିଶୋର ଲେଙ୍କା ମୁଖ୍ୟ ବକ୍ତା ଭାବରେ

ଏସ ଡି ଜେ ଏମ ଅବିନାଶ ଚିନାରା   ସମ୍ମାନୀତ ଅତିଥି ଭାବରେ ବିଡ଼ିଓ ଜୟନ୍ତ ସାହୁ ତାଲୁକ ସ୍ତରୀୟ ଆଇନ ସହାୟତ ସମିତିର ସଦସ୍ୟ ଡାକ୍ତର ଶରତ ଚନ୍ଦ୍ର ଗୌନ୍ତିଆ , ସିଡିପିଓ ରାଜଶ୍ରୀ ପରିଡ଼ା ପ୍ରମୁଖ ଅଂଶଗ୍ରହଣ କରି ଉଦ୍ଘାଟନ କରିଥିଲେ । ସର୍ବ ପ୍ରଥମେ ଆକାଶ ବାଣୀ କଳାକାର ସୁରଥ ନାୟକଙ୍କ ଆବାହନ ସଙ୍ଗୀତ ପରେ ଅତିଥିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ବାଗତ କରାଯାଇଥିଲା । ଅନୁଷ୍ଠାନ ର ସମ୍ପାଦକ ସାନ୍ତନୁ ସାହୁ ସ୍କୁଲ ର ବିବରଣୀ ପ୍ରଦାନ କରିଥିଲେ  । ଏହି ଅବସରରେ ଡାକ୍ତର ଶରତ ଚନ୍ଦ୍ର ଗୌନ୍ତିଆ ଭିନ୍ନକ୍ଷମ ଶିଶୁଙ୍କ ଯତ୍ନ ସୁରକ୍ଷା ଓ ପିତା ମାତାଙ୍କ ଦାୟିତ୍ଵ ସମ୍ପର୍କ ରେ ଅବଗତ କରାଇଥିବା ବେଳେ ଜିଲ୍ଲା ଦୌରଜଜ୍ ଶ୍ରୀଯୁକ୍ତ ଲେଙ୍କା ଦିବ୍ୟାଙ୍ଗ ଶିଶୁଙ୍କ ସୁରକ୍ଷା ଯତ୍ନ ନେବା ସହ ସେମାନଙ୍କୁ କର୍ମ ସଂସ୍ଥାନ କ୍ଷମ କରାଇବା ପାଇଁ ଗୁରୁତ୍ଵ ଦେଇଥିଲେ । ସେ ତାଳୁକ୍ ଆଇନ ସହାୟତା ସମିତିର ସହଯୋଗ ନେବାକୁ ମଧ୍ୟ ଅବିଭାବକ ମାନଙ୍କୁ ସଚେତନ କରାଇଥିଲେ । ଉପଜିଲ୍ଲାପାଳ ଶ୍ରୀ ପ୍ରଧାନ ଅରୁଣୋଦୟ ବିଦ୍ୟାଳୟ ଉତ୍ତୋରତ୍ତର ବିକାଶ ପାଇଁ ସମସ୍ତଙ୍କର ସହଯୋଗ କାମନା କରିବା ସହ ଆଗାମୀ ଦିନରେ ଏହାର ବିକାଶ ପାଇଁ ପଦକ୍ଷେପ ନେବାପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏଥି ପାଇଁ ବିଡ଼ିଓ କୁଚିଣ୍ଡା ଓ ରୋପ ସମ୍ପାଦକଙ୍କୁ ଦାୟିତ୍ଵ ପ୍ରଦାନ କରିଥିଲେ । ଏହି ଅବସରରେ ଭିନ୍ନକ୍ଷମ ଶିଶୁଙ୍କ ପାଇଁ କାମ କରୁଥିବା ଶ୍ରୀମତୀ ଆରତୀ ନାୟକ, ଶ୍ରୀମତୀ ଗୌରୀ ବନଛୋର ଓ ଶ୍ରୀମତୀ ମିଲି ବାଦୀଙ୍କୁ ଅତିଥିଗଣ ଅନୁଷ୍ଠାନ ପକ୍ଷରୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରି ସମ୍ମାନୀତ କରିଥିଲେ । ଅନୁଷ୍ଠାନ ର ଶିଶୁ କଳାକାର ମାନେ ନୃତ୍ୟ ସଙ୍ଗୀତ ପରିବେଷଣ କରିଥିଲେ । ସସ୍ମିତା କୁମାରୀ ସ୍ୱାଇଁ , ତୃପ୍ତିମୟୀ ଦାସ, ଜୁଲି ମାହନ୍ତ, ଭୂମିଶ୍ଵେତା ଧୂରୁଆ, ସମ୍ବିତ ପୃଷେଠ ପ୍ରମୁଖ ସହଯୋଗ କରିଥିଲେ ।

[ସମ୍ବଲପୁର କୁଚିଣ୍ଡା ରୁ ସିଲୁ ସୁନାନୀ ଙ୍କ ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like