-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ହ୍ଵାଟ୍ସଆପ ଗ୍ରୁପ ଗଠନ କରି ଠକେଇ ଅଭିଯୋଗରେ ଗ୍ରୁପ ଏଡ଼ମିନ ଗିରଫ

03-Dec-2024



ତରଭା(କପିଳାସ ସେଠ): ହ୍ଵାଟ୍ସଆପ ଗ୍ରୁପ ଗଠନ କରି ମେମ୍ବର ମାନଙ୍କୁ ଠକିଥିବା ଅଭିଯୋଗରେ ତରଭା ପୋଲିସ ସନସିତ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି।ତରଭା ଥାନା ଆଇଆଇସି ଅନିତା କିଡୋଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ ରନଲିଭ (RUNLVE) ନାମକ ଏକ ହ୍ଵାଟ୍ସଆପ ଗ୍ରୁପ କରାଯାଇଥିଲା ଏହି ଗ୍ରୁପର ୩ ଜଣ ଏଡ଼ମିନ ମଧ୍ୟରୁ ତରଭାର ସନସିତ ସାହୁ ଜଣେ ଥିଲେ।ସନସିତ ଲୋକଙ୍କୁ ପ୍ରବର୍ତ୍ତାଇ ମେମ୍ବର କରୁଥିବା ଅଭିଯୋଗ ହୋଇଥିଲା।ଏହି ଗ୍ରୁପରେ ୪୯୯ ଜଣ ମେମ୍ବର ଥିଲେ।ଏହି ଗ୍ରୁପରେ ଲିଙ୍କ ଆସୁଥିଲା ମେମ୍ବର ମାନେ ଲିଙ୍କ ଓପନ କରି ସ୍କିମ ଅନୁଯାୟୀ ଟଙ୍କା ଜମା କରୁଥିଲେ ଏବଂ ଲାଭ ପାଉଥିଲେ। ସ୍କିମ ଅନେକ ପ୍ରକାର ଥିଲା ମନେ କରନ୍ତୁ ଜଣେ ସଦସ୍ୟ ୧୬ ହଜାର ଟଙ୍କାର ସ୍କିମରେ ୧୬ ହଜାର ଲିଙ୍କ ମାଧ୍ୟମରେ ଜମା କରୁଛନ୍ତି ତେବେ ୨୪ ଘଣ୍ଟା ପରେ ତାଙ୍କର ୱାଲେଟକୁ ୨୫୬୦ ଟଙ୍କା ଲେଖାଏଁ ୩୦ଦିନ ପର୍ଯ୍ୟନ୍ତ ଆସିବ।ତାର ଅର୍ଥହେଲା ଜଣେ ୧୬ ହଜାର ଟଙ୍କା ଜମାକଲେ ୩୦ ଦିନରେ ୭୬ ହଜାର ୮ ଶହ ଟଙ୍କା ପାଇପାରିବେ।ଏଭଳି ଲୋଭର ବଶବର୍ତ୍ତୀ ହୋଇ ଅନେକ ମେମ୍ବର ବିଭିନ୍ନ ସ୍କିମରେ କୋଟି କୋଟି ଟଙ୍କା ଜମା କରିଥିଲେ।ହଠାତ ୩୦ ଅଗଷ୍ଟରେ ଗ୍ରୁପ ବନ୍ଦ ହୋଇଯିବାରୁ ମେମ୍ବର ମାନଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଥିଲା।ଏହି ଗ୍ରୁପରେ ମେମ୍ବର ହୋଇ ଟଙ୍କା ହରାଇଥିବା ଶ୍ରୀକୁମାର ମହନ୍ତ,ଶିବ ମେହେର ଓ ନୀଳକଣ୍ଠ ଦାସ ଠକେଇର ଶିକାର ହୋଇଥିବା ସମ୍ବନ୍ଧେ ତରଭା ଥାନାରେ ଲିଖିତ ଅଭିଯୋଗ କରିଥିଲେ।ଶ୍ରୀକୁମାର ମହନ୍ତ ୪୮ ହଜାର ୫ଶହ ଟଙ୍କା ,ଶିବ ମେହେର ୩୦ ହଜାର ୮ ଶହ ଟଙ୍କା ଓ ନୀଳକଣ୍ଠ ଦାସ ୧୬ ହଜାର ଟଙ୍କା ହରାଇଥିବା ଅଭିଯୋଗ କରିଥିଲେ।ଏସମ୍ବନ୍ଧେ ଥାନା କେଶ ନମ୍ବର ୨୮୧ ଭାରତୀୟ ନ୍ୟାୟ ସଂହିତାର ଧାରା ୩୧୮(୨),୩୧୯(୨)୩(୫) ୬୬ (ସି)୬୬ (ଡି)ରେ ଏକ ମକଦ୍ଦମା ରୁଜ୍ଜୁ କରି ଆଇଆଇସି ଅନିତା କିଡୋ ତଦନ୍ତ ଦାୟିତ୍ବ ନେଇଥିଲେ।ଆଜି ସୋମବାର ଗ୍ରୁପର ଏଡ଼ମିନ ସନସିତ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।କୋର୍ଟରେ ଜାମିନ ମଞ୍ଜୁର ହେବାରୁ ସେ ବାହାରିଥିଲେ।ଏହି ଗ୍ରୁପର ଅନ୍ୟ ଦୁଇ ଜଣ ଏଡ଼ମିନଙ୍କୁ ଶୀଘ୍ର ଧରାଯିବ ବୋଲି ଆଇ ଆଇ ସି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like