-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

କୁଲିଆଦର ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟା ସମାଧାନ କେବେ?

03-Dec-2024



ତୁରେକେଲା (କୈଳାସ ସଗ୍ରିଆ): ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କୁଲିଆଦର ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ତୁରେକେଲା ବ୍ଲକ ଅନ୍ତର୍ଗତ ମହଖଣ୍ଡ ଗ୍ରାମପଞ୍ଚାୟତ ଅନ୍ତର୍ଗତ ନାନ୍ଦୁଲ ଗାଁ ର କରୁଣ କାହାଣୀ। ଓଡ଼ିଶା ସରକାର ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ପାଇଁ  ବିଭିନ୍ନ ଯୋଜନାର ସୁବିଧା କରିଥିବା ବେଳେ ପଛୁଆ ଅଂଚଳ ଜାତି ବିଶେଷ ତଥା ହରିଜନ ସମ୍ପ୍ରଦାୟର ଓ ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଗୁଡ଼ିକ ରେ ଥିବା ସ୍କୁଲ ଗୁଡିକର କୋଠା ଉନ୍ନତିମୂଳକ କାର୍ଯ୍ୟ କରୁଛନ୍ତି ହେଲେ କେତେ ଗୁଡିଏ ସ୍କୁଲ ଉନ୍ନୟନ କାର୍ଯ୍ୟରୁ ବାଦ

ପଡୁଥିବା ଦେଖିବାକୁ ମିଳୁଛି ।ଯଦ୍ ଦ୍ବାରା ସ୍ଥାନୀୟ ଛାତ୍ରଛାତ୍ରୀ ମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୁଚନା ଅନୁଯାୟୀ ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଳକ ଅନ୍ତର୍ଗତ   କୁଲିଆଦର ଗାଁ  ସରକାରୀ ପ୍ରାଥମିକ ବିଦ୍ୟାଳୟ ୧୯୬୦ ମସିହାରେ ସ୍ଥାପିତ ହେଇଥିବା ଜଣାଯାଏ।ବର୍ତମାନ କୁଲିଆଦର ସରକାରୀ ପ୍ରାଥମିକ ବିଦ୍ୟାଳୟର କୋଠା ଗୁଡ଼ିକ ସମ୍ପୂର୍ଣ୍ଣ ଭାବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି।ଯଦଦ୍ଵାରା   
ଏହି ସରକାରୀ ପ୍ରଥମିକ ସ୍କୁଲରେ ପ୍ରାୟ ୬୦ରୁ ୭୦ ଛାତ୍ର ମାନେ ପାଠ ପଢିଵା ପାଇଁ ଆସୁଛନ୍ତି । ଛାତ୍ରଛାତ୍ରୀ ମାନେ ଅଭିଯୋଗ କରୁଛନ୍ତି ଯେ ସ୍କୁଲର ଛାତ ଉପରୁ ପାଣି ଝରଝର ହୋଇ ଗଲୁଛି ଏଵଂ ତାଙ୍କର ବହିପତ୍ର ଗୁଡ଼ିକ ଛାତରୁ ପାଣି ପଡି ତଥା ପାଣି ଝରୁଥିବା ରୁ ବହିପତ୍ର ଭିଜି ଯାଉଛି।ଆରପଟେ କୁଲିଆଦର ସରକାରୀ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟ ସମ୍ପୂର୍ଣ୍ଣ ଭାବେ କେତେବେଳେ ମଧ୍ୟ ପଡ଼ିଯିବା ସମ୍ଭବନା ରହିଥିବା ଶିକ୍ଷକ ମାନେ ଅଭିଯୋଗ କରିଛନ୍ତି।ଏପଟେ ମହଖଣ୍ଡ ଗ୍ରାମପଞ୍ଚାୟତ ଅନ୍ତର୍ଗତ ନାନ୍ଦୁଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ଅବସ୍ଥା କହିଲେ ନ ସରେ ବର୍ଷା ସମୟରେ ସ୍କୂଲ ଛାତରୁ ପାଣି ପଡି ସ୍କୁଲର କାଗଜାତପତ୍ର ଓ ବହିପତ୍ର ସବୁ ଭିଜି ଯାଇଥିବା କାଗଜାତ ଓ ବହିପତ୍ର ସବୁ ଛାତ୍ରଛାତ୍ରୀ ମାନେ ବାହାରେ ସୁଖାଇଥାନ୍ତି।ଏନେଇ ପ୍ରଧାନ ଶିକ୍ଷକ ଅନେକ ଥର ବିଇଓ ଓ ବିଡ଼ିଓଙ୍କୁ ଜଣାଇଥିଲେ ସୁଦ୍ଧା କିଛି ଉତ୍ତର ମିଳି ନାହିଁ।  ତୁରେକେଲା ବ୍ଲକ ଅନ୍ତର୍ଗତ  ଅନେକ ସ୍କୁଲ ରେ ଯେଉଁ ପରିମାଣରେ ଶିକ୍ଷକ ମାନେ ରହିବା କଥା ତାହା ସରକାର ନିଯୁକ୍ତି ଦେଉ ନାହାନ୍ତି ବୋଲି ଜନସାଧାରଣ ଅଭିଯୋଗ ଜଣାଇଛନ୍ତି ଯଦ୍ ଦ୍ବାରା କି ଗୁଣାତ୍ମକ ଶିକ୍ଷା ରୁ ସ୍ଥାନୀୟ ଛାତ୍ର  ଛାତ୍ରୀ ମାନେ ବଞ୍ଚିତ ହେଉଛନ୍ତି। ଏଥିରୁ ଜଣାପଡ଼ୁଛି ଯେ ତୂରେକେଲା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ତୂରେକେଲା ବ୍ଳକ ଶିକ୍ଷା ଅଧିକାରୀ ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗାଁ ଗୁଡ଼ିକରରେ ଥିବା ବିଦ୍ୟାଳୟ ଗୁଡ଼ିକକୁ ଶିକ୍ଷା ଅଧୀକାରୀ ବୁଲି ତଦାରଖ କରୁଛନ୍ତି କି ନାହିଁ କିମ୍ବା ବଲାଙ୍ଗୀର ଜିଲ୍ଲାପାଳ ଜନଶୁଣାଣି ବେଳେ ତୁରେକେଲା ବ୍ଲକ କୁ ଆସି ଜନସାଧାରଣଙ୍କ ସମ୍ମୁଖରେ କଥା କହି ଚାଲିଯାଉଥିବା ଓ ନିଜ ଦାୟିତ୍ୱ କାଗଜ କଲମରେ ସାରି ଦେଉଥିବା ଜନସାଧାରଣ ଦାବି କରିଛନ୍ତି।
 ହେଲେ ବର୍ତ୍ତମାନ ପ୍ରକୃତ ସମସ୍ୟାର ସମାଧାନ ହୋଇ ପାରୁ ନାହିଁ ଓ ଏଥି ପ୍ରତି ବ୍ଳକ୍ ପ୍ରଶାସନ ଏହାର ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like