-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ବୃଦ୍ଧା ମାଁ ଙ୍କୁ ଆକ୍ରମଣ ଅଭିଯୋଗରେ ଦୁଇ ଝିଅ ଓ ନାତି ଗିରଫ

03-Dec-2024



ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ଲାଞିପଲୀ ଯାତ୍ରା ପଡିଆ ତୋଟା ସାହିର କାନ୍ତି ବେହେରା ନାମ୍ନୀ ଜଣେ ବୃଦ୍ଧା ନିଜ ଘରେ ରହୁଥିବା ବେଳେ ଦୁଇ ବିବାହିତା ଝିଅ ସସ୍ମିତା ଦେବୀ ଓ ବସ୍ମୀତା ଦେବୀ ନାତି ସମୀର ବେହେରା ସହ ଆସି ଉକ୍ତ ଘରେ ରହିବା ସହ ବୃଦ୍ଧା ମାଁ ଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ପରିସ୍ଥିତି ଅସମ୍ଭାଳ ହେତୁ ମାଁ କାନ୍ତି ବେହେରା ଆମ୍ବପୁଆ ନିକଟରେ ଏକ ଭଡ଼ା ଘରକୁ ଯାଇ ରହୁଥିଲେ। ମାର୍ଗଶୀର ମାସ ଗୁରୁବାର ପୁଜା ପାଇଁ ବୃଦ୍ଧା ଜଣଙ୍କ ନିଜ ଘରକୁ ଆସିଥିବା ବେଳେ ଦୁଇ ବିବାହିତା ଝିଅ ଓ ନାତି ମିଶି ବୃଦ୍ଧା ମାଁ ଙ୍କୁ ଗାଳିଗୁଲଜ କରିଥିଲେ ଓ ଏକ ଲୁହା ଛଡରେ ଆକ୍ରମଣ କରିଥିଲେ। ମାଁ ଙ୍କର ଏହି ଅବସ୍ଥା ଦେଖି ପୁଅ ଅମିତ୍ ଆସି ପ୍ରତିରୋଧ କରିବାରୁ ସମସ୍ତେ ମିଶି ଅମିତ୍ ର ସ୍କୁଟି ଗାଡ଼ି ଭାଙ୍ଗି ଅମିତ୍ କୁ ମଧ୍ୟ ଆକ୍ରମଣ କରିଥିଲେ।ଯାହା ଫଳରେ ବୃଦ୍ଧା ମାଁ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଆସି ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ପୋଲିସ ଅନୁସନ୍ଧାନ କରି ଅଭିଯୁକ୍ତ ତିନି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like