-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକ ଉଦ୍ଧାର କରିବାରେ ସକ୍ଷମ ହେଲେ ତୁରେକେଲା ପୋଲିସ

03-Dec-2024



ତୁରେକେଲା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ରେ ଏବେ ଦାଦନ ଋତୁ ଚାଲିଥିବା ବେଳେ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଜୋର ସୋର ରେ ଚାଲାଣ ହେଉଛି।ଶତ ପ୍ରତିଶତ ସର୍ଦ୍ଦାର ଲାଇସେନ୍ସ ମୋଭ ମେଣ୍ଟ ଅର୍ଡର କରି ଦାଦନ ଶ୍ରମିକ ଚାଲାଣ କରୁଥିବା ବେଳେ ଅଧିକାଂଶ ଦଲାଲ୍ ବେଆଇନ ଦାଦନ ଶ୍ରମିକ ଚାଲାଣ କରୁଛନ୍ତି। ଦାଦନ ଶ୍ରମିକ ଚାଲାଣ କରିବା ପୂର୍ବରୁ ନିଜ ନିଜ ଅଞ୍ଚଳର ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସାକ୍ଷାତ କରୁଛନ୍ତି। ଯେଉଁ ମାନେ ସାକ୍ଷାତ କରୁନାହାନ୍ତି ସେମାନେ ପୋଲିସ ଦ୍ୱାରା ଧରାପଡୁଛନ୍ତି ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି ।ସୂଚନା ଅନୁସାରେ ତା.୨/୧୨/୨୪ ଦିନ ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା କୁଶପାଲି ଗାଁ ର ସର୍ଦ୍ଦାର ଦୟାସାଗର ମେହେର ପିତା.ଟିକେଚନ ମେହେର ଓ ସର୍ଦ୍ଦାର ଟିକେଚନ ମାଝୀ କୁଶପାଲି ଗାଁ ର ୧୦ ଜଣକୁ ବାହାର ରାଜ୍ୟ କୁ ବେଆଇନ ଭାବେ ଚାଲାଣ କରୁଥିବା ବେଳେ ତୁରେକେଲା ଥାନା ଖର୍ଲି ଗାଁ ଠାରେ ତୁରେକେଲା ପୋଲିସ ହାବୁଡ଼ରେ ପଡ଼ିଥିଲେ । ତନ୍ମଧ୍ୟରୁ ୩ ଜଣ ପୁରୁଷ,୨ ଜଣ ମହିଳା ଓ ୫ ଜଣ ଶିଶୁ ଶ୍ରମିକ ଥିବା ଜଣାପଡ଼ିଛି। ଉକ୍ତ ଦୁଇ ଜଣ ସର୍ଦ୍ଦାର ଙ୍କ ନାଁ ରେ ତୁରେକେଲା ଥାନା କେଶ୍ ନମ୍ବର ୩୭୪ ତା.୨/୧୨/୨୪ ୟୁ ଏସ ୩୧୮(୨)/୧୪୩/୧୪୬/୩(୫) ବି ଏନ୍ ଏସ ଆର୍ ଡବ୍ଳୁ ଧାରା ୨୫ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ରମାକାନ୍ତ ସାହୁ ସୂଚନା ଦେଇଛନ୍ତି।
ଆଜି ପୁଣି ଥରେ ରମାକାନ୍ତ ସାହୁ ଦାଦନ ଶ୍ରମିକ ଉଦ୍ଧାର କରି ଚର୍ଚ୍ଚାରେ ରହିଛନ୍ତି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଦୁଶାମୁଣ୍ଡା ଗାଁ ର ସର୍ଦ୍ଦାର ଭରତ କେତକୀ (୨୬) ନୂଆପଡ଼ା ଜିଲ୍ଲାର ୧୨ ଜଣ ଦାଦନ ଶ୍ରମିକ ଙ୍କୁ ବେଆଇନ ଭାବେ ଚାଲାଣ କରୁଥିବା ବେଳେ କୁଇବାହାଲ ଠାରେ ଧରାପଡ଼ିଛନ୍ତି। ଦାଦନ ଶ୍ରମିକ ମଧ୍ୟରେ ୫ ଜଣ ପୁରୁଷ,୪ ଜଣ ମହିଳା ୩ ଟି ଶିଶୁ ଥିବା ବେଳେ ସେମାନେ ନୂଆପଡ଼ା ଜିଲ୍ଲା କୋମନା ଥାନା ସିଲେଟପାନୀ,ପଲସିପାନୀ, ଜଗନ୍ନାଥପାଲି ର ବୋଲି ଜଣାପଡିଛି। ସର୍ଦ୍ଦାର ନାଁ ରେ ତୁରେକେଲା ଥାନା କେଶ୍ ନମ୍ବର ୩୭୫ ତା.୦୩.୧୨.୨୪ ୟୁ ଏସ ୩୧୮(୨)/୧୪୩/୧୪୬ ବି ଏନ୍ ଏସ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ରମାକାନ୍ତ ସାହୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାରେ ୧୧ ଥର ଦାଦନ ଶ୍ରମିକ ଉଦ୍ଧାର କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ତୁରେକେଲା ଥାନା ଅଧିକାରୀ ରମାକାନ୍ତ ସାହୁ। ତାଙ୍କ ଭଳି ସମସ୍ତେ ବେଆଇନ ଦାଦନ ଚାଲାଣ ଉପରେ ରୋକ୍ ଲଗାନ୍ତୁ ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like