-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଦେଶ ବିଦେଶ

୯ ମାସ ପରେ ଖୋଲିଲା ସ୍କୁଲ୍ ; କରୋନା ସଂକ୍ରମିତ ହେଲେ ପ୍ରଧାନଶିକ୍ଷକ, ଏବେ ଛାତ୍ରଛାତ୍ରୀଙ୍କର ହେବ କୋଭିଡ଼ ଟେଷ୍ଟ!!

09-Jan-2021



(ପ୍ରେରଣା ଖବର ବ୍ୟୁରୋ) - ଦୀର୍ଘ ଦିନ ପରେ ଖୋଲିଛି ସ୍କୁଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ଏବେ ଧୀରେ ଧୀରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ପ୍ରାୟ ୯ମାସ ପରେ ଖୋଲିଛି ସ୍କୁଲ । ଏହାମଧ୍ୟରେ ବିହାରର ଗୟା ଜିଲ୍ଲା ମୁଙ୍ଗେର ଜିଲ୍ଲାରୁ ଏକ ବଡ଼ ଖବର ଆସିଛି । ଜିଲ୍ଲା ଖୋଜରସାରାୟ ସରେଆ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାପରେ ସ୍କୁଲକୁ  ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।*ସରେଆ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କରୋନା ସଂକ୍ରମିତ ଜଣାପଡିବା ପରେ ତୁରନ୍ତ ଆକ୍ସନ ମୋଡ଼ରେ ଆସିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ଆଗାମୀ ଆଦେଶ ପର୍ଯ୍ୟନ୍ତ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏପରିକି ସେହିଦିନ ଉପସ୍ଥିତ ଥିବା ସ୍କୁଲର ସମସ୍ତ ପଦାଧିକାରୀ ଓ ଛାତ୍ରଛାତ୍ରୀଙ୍କ ରାପିଡ୍ ଆଣ୍ଟିଜେନ୍‌ କିଟ୍‌ରେ କରୋନା ଟେଷ୍ଟ କରିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ  ବ୍ୟତୀତ ଗ୍ରାମବାସୀଙ୍କ ମଧ୍ୟ ଟେଷ୍ଟ କରାଯିବ । ଏହି ସମସ୍ତ ପକ୍ରିୟ ସ୍ଥାନୀୟ ଅଧିକାରୀଙ୍କ ନେତୃତ୍ୱରେ କରାଯିବ । କଣ୍ଟାକ୍ଟରେ ଆସିଥିବା ସମସ୍ତ ଲୋକଙ୍କ ଜଣ-ଜଣ କରି କରୋନା ଟେଷ୍ଟ କରାଯିବ ।ସ୍ଥାନୀୟ ପ୍ରଶାସନ ଅଧିକାରୀଙ୍କ ମୁତାବିକ, ସ୍କୁଲ ପ୍ରଧାନଶିକ୍ଷକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ତୁରନ୍ତ ପଦକ୍ଷେପ ନିଆଯାଇଛି । ତୁରନ୍ତ ସ୍କୁଲକୁ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏପରିକି ସ୍କୁଲ ପରିସରକୁ ମଧ୍ୟ ସାନିଟାଇଜ କରାଯାଇଛି । ସେହିପରି ସେହିଦିନ ଉପସ୍ଥିତ ଥିବା ସମସ୍ତ ଛାତ୍ରାଛାତ୍ରୀ, ଶିକ୍ଷକ,କର୍ମଚାରୀଙ୍କର ପ୍ରଥମେ ରାପିଡ଼୍‌ ଆଣ୍ଟିଜେନ୍‌ ଟେଷ୍ଟ କରାଯିବା । ଏହାପରେ ସମସ୍ତଙ୍କ ଆରଟିପିସିଆର୍‌ ଯାଞ୍ଚ ମଧ୍ୟ କରାଯିବ ।*ସୂଚନାଯୋଗ୍ୟ ଯେ::ଦୀର୍ଘ ୯ମାସ ପରେ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସମସ୍ତ ବେସରକାରୀ ଓ ସରକାରୀ ସ୍କୁଲ ଖୋଲିଥିଲା । କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ଏହି କରୋନା ସମୟରେ ସ୍କୁଲ ଖୋଲିବା ନିଷ୍ପତ୍ତି ବିପଦଜ୍ଜନକ ହେବାରେ ଲାଗୁଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like