-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||     

HOME   ଜିଲ୍ଲା

ଖୋଲିଲା ମା ସୁରେଶ୍ଵରୀ ଙ୍କ ଦାନ ବାକ୍ସ* - *ମୁକ୍ତ ହସ୍ତ ରେ ଦାନ କରିଛନ୍ତି ୨ ଲକ୍ଷ ୫୭ ହଜାର ଟଙ୍କା ମା ଙ୍କ ଭକ୍ତ*-

03-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଗଡ଼ଜାତ ର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ପୀଠରେ ଦୀର୍ଘ ପାଞ୍ଚ ବର୍ଷ ପରେ ଆଜି ମା ଙ୍କ ଦାନ ବାକ୍ସ (ହୁଣ୍ଡି) ଖୋଲା ଯାଇଛି l ଦେବୋତ୍ତର ବିଭାଗ ଅଧିକାରୀ ତଥା ସୋନପୁର ଉପ ଜିଲ୍ଲାପାଳ ଡ ସୌମ୍ୟ ରୂପା ରଥ ଙ୍କ ନିର୍ଦ୍ଦେଶ  କ୍ରମେ ଆଜି ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ଆଜି ଦିବା ୧୧ ଟା ରେ ହୁଣ୍ଡି ର ତାଲା ଖୋଲାଯାଇଛି l ଗଣତି ପରେ ସମୁଦାୟ ୨ ଲକ୍ଷ ୫୭ ହଜାର ଟଙ୍କା ବାହାରି ଥିବା ବେଳେ ୫ ରୁ ୭ ହଜାର ଟଙ୍କା କଳଙ୍କି ଓ ଧୂପ ଯୋଗୁଁ ନଷ୍ଟ ହୋଇ ଯାଇଥିବା ଜଣା ଯାଇଛି l ତେବେ ଦୀର୍ଘ ଦିନ ଧରି ମା ଙ୍କ ଏଇ ହୁଣ୍ଡି ଖୋଲିବାକୁ ଦେବୋତ୍ତର କମିଟି ପକ୍ଷରୁ ଦାବି କରାଯାଇଥିବା ବେଳେ ପ୍ରଶାସନ ର ଏ ପଦକ୍ଷେପ କୁ ଓ ପୋଲିସ ପ୍ରଶାସନ , କମିଟି ସଦସ୍ୟ ଙ୍କ  ଉଦ୍ୟମ ଓ କଡା ସୁରକ୍ଷା ଯୋଗୁଁ ଦୀର୍ଘ ବର୍ଷ ରୁ ଆଜି ଏ ହୁଣ୍ଡି ସୁରକ୍ଷିତ ଭାବେ ଖୋଲା ଯାଇଥିବାରୁ ସହର ର ବୁଦ୍ଧିଜୀବୀ ପ୍ରଶଂସା କରଯାଇଛି l ଆଜି ର ଏହି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ ଙ୍କ ସମେତ ଡେପୁଟି କଲେକ୍ଟର ଅଜିତ ତ୍ରୀପାଠୀ, ଷ୍ଟେନୋ ସଞ୍ଜୀବ ମଲ୍ଲିକ, ଦେବୋତ୍ତର କମିଟି ସଦସ୍ୟ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ମୁନା ତ୍ରୀପାଠୀ,  ଦେବୋତ୍ତର ମ୍ୟାନେଜର  ଉପ ଜିଲ୍ଲାପାଳ ଅଫିସ୍ କର୍ମଚାରୀ  ସାନନ୍ଦ ସାହୁ, ଉପ ରଚନା ମିଶ୍ର, ନୀତୁ ରାଣୀ ମେହେର, ସିପୁନ ଦାଶ, , ଜିତେନ୍ ନାଏକ , ମନ୍ଦୀର ପୂଜକ ଅଜିତ୍ ପୁଝାରୀ, ଅଚ୍ୟୁତ ପୁଝାରୀ ପ୍ରମୁଖ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like