-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||     

HOME   ଜିଲ୍ଲା

ତୁରେକେଲାରେ‌ ୨୨ ଜଣ ଦାଦନ ଶ୍ରମିକ ଉଦ୍ଧାର

03-Dec-2024



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗିର ଜିଲ୍ଲା ତୁରେକେଲା ପୋଲିସ ପକ୍ଷରୁ ରାଜ୍ୟ ବାହାରକୁ ଚାଲାଣ ହେଉଥିବା ବେଳେ ୨ ଟେ ସ୍ଥାନ ରୁ ୨୨ ଜଣ ଶ୍ରମିକ ଉଦ୍ଧାର ହୋଇଛନ୍ତି।

■■■◇◇◇■■■◇◇◇

ତୁରେକେଲା ଥାନା ଅନ୍ତର୍ଗତ କୁସପାଲି ଗାଁ ର ୧୦ ଶ୍ରମିକ ଥିବା ବେଳେ ଦାଦନ ସର୍ଦ୍ଦାର କୁସପାଲି ଗାଁ ର ଦୟାସାଗର ମେହେର  ଓ ସହଯୋଗୀ ସର୍ଦ୍ଦାର ଟିକଚନ ମାଝୀ ବେଆଇନ ଭାବେ ରାଜ୍ଯ ବାହାର କୁ ଶ୍ରମିକ ଚାଲାଣ କରୁଥିବା ବେଳେ ତୁରେକେଲା ପୋଲିସ ଖବର ପାଇଁ ଖର୍ଲି ଗାଁ ଠାରୁ ସେମାନଙ୍କୁ ଉଦ୍ଧାର କରି ଦାଦନ ସର୍ଦ୍ଦାର ଙ୍କୁ ଗିରଫ କରିଛି। ସେହିପରି ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ସିଲେପାନି, ପଲସିପାନି, ଜଗନ୍ନାଥ ପାଳି ଅଞ୍ଚଳ ର ୧୨ ଜଣ ଶ୍ରମିକ ଙ୍କୁ କଣ୍ଟାବାଞ୍ଜି ଥାନା ଢୁଶାମୁନ୍ଡା ଗାଁ ର ଭରତ କେତକୀ ତୁରେକେଲା ଷ୍ଟେସନ ରୁ 
ଟ୍ରେନ ଯୋଗେ ଶ୍ରମିକ ଚାଲାଣ କରିବାକୁ ନେଇଥିବା ବେଳେ କୁଇବାହାଲ ଗାଁଠାରୁ ଶ୍ରମିକ ମାନଙ୍କୁ ଉଦ୍ଧାର କରିଛି ତୁରେକେଲା ପୋଲିସ। ବେଆଇନ ଚାଳାଣ କରୁଥିବା ତିନି ଜଣ ଦାଦନ ସର୍ଦ୍ଦାର ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026

You Might Also Like