-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଅତାବିରାରେ ଗୋଷ୍ଠୀ ଶିକ୍ଷା ପରିବାର ପକ୍ଷରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

03-Dec-2024



ଅତାବିରା《ଆକାଶ ମିଶ୍ର》ଆଜି  ଅତାବିରା ଉଚ୍ଚବିଦ୍ୟାଳୟ ଅତାବିରା ଠାରେ ଗୋଷ୍ଠୀ ଶିକ୍ଷା ପରିବାର ଅତାବିରା ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହାର ଉଦଘାଟନୀ  ସମାରୋହ  ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମିଶ୍ରାଣୀ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ହୋଇଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ତପନ କୁମାର ଦାସ ଏବଂ ସ୍ଥାନୀୟ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ ହରପାଲ ମଞ୍ଚାସୀନ ଥିଲେ। ଏହି ଅବସରରେ ଦିବ୍ବ୍ଯାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସଙ୍ଗୀତ, ଚିତ୍ରାଙ୍କନ, ମ୍ୟୁଜିକ ଚେୟାର୍ ଏବଂ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଅତାବିରା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗିରିନ୍ଦ୍ର ସାହୁ ଯୋଗଦାନ କରିଥିଲେ। ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ଅର୍ଥନୀତି, ରୋଜଗାର ଏବଂ ନ୍ୟାୟ କ୍ଷେତ୍ରରେ ଭିନ୍ନକ୍ଷମ ମାନେ ଭେଦଭାବପୂର୍ଣ୍ଣ ମନୋଭାବ ପୋଷଣ କରିବାର ସମ୍ଭାବନା ଅଧିକ। ତେଣୁ ଏକ ଉଜ୍ୱଳ ଭବିଷ୍ୟତ ପାଇଁ ଆମେ  ତାଙ୍କ ମନରୁ ଭେଦଭାବ ସଂସ୍କୃତିକୁ କମ୍ କରିବାକୁ ଚେଷ୍ଟା କରିବା ସହ ଭିନ୍ନକ୍ଷମ ମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହିତ କରିବା ର ମହାନ୍ ଉଦ୍ଦେଶ୍ୟ ଏହି ଦିବସ ବହନ କରେ  ବୋଲି  ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ। ପ୍ରତିଯୋଗିତାରେ କୃତୀ ଦିବ୍ୟାଙ୍ଗ ପିଲାଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ସଭା ପରିଚାଳନା କରିଥିଲେ ସି.ଆର.ସି.ସି ନନ୍ଦିଘୋଷ ଭୁଏ l ଧନ୍ୟବାଦ ଅର୍ପଣ କରିଥିଲେ ସି.ଆର.ସି.ସି ରଞ୍ଜନ ବାଗ, ବି. ଆର୍.ଟି. ବଳରାମ ନାଗ, ବି.ଆର୍.ଟି. ସାଇସୁଧା ପାଢ଼ୀ, ବ୍ଲକର ସମସ୍ତ ସି.ଆର.ସି.ସି, ସମସ୍ତ ଅନ୍ତର୍ନିବେଶୀ ସ୍ଵେଚ୍ଛାସେବୀ ତଥା ଅତାବିରା ଉଚ୍ଚବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like