-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ୟୁଥ ୱାରୀୟର ଯୁବ ସଂଗଠନ କନ୍ଧମାଳ ର ପଞ୍ଚାୟତ ସ୍ତରୀୟ କମିଟି ଗଠିତ

04-Dec-2024



ଫୁଲବାଣୀ/ଟିକାବାଲି(ରମେଶ ପଣ୍ଡା) ଟିକାବାଲି ବ୍ଲକ ର ପିକରଡ଼ି ପଞ୍ଚାୟତ ଠାରେ କନ୍ଧମାଳ ର ସକ୍ରିୟ ଯୁବ ସଂଗଠନ ୟୁଥ ୱାରୀୟର ର  ବ୍ଲକ ସଭାପତି ଶ୍ରୀଯୁକ୍ତ ରାଜ କିଶୋର ପ୍ରଧାନଙ୍କ ନେତୃତ୍ୱ ରେ  ୟୁଥ ୱାରୀୟର ପଞ୍ଚାୟତ ସ୍ତରୀୟ କମିଟି ଗଠନ କରାଯାଇଅଛି l ଏହି ପିକରଡ଼ି ୟୁଥ ୱାରୀୟର ପଞ୍ଚାୟତ ସ୍ତରୀୟ କମିଟି ରେ ଶ୍ରୀଯୁକ୍ତ ଦୀପକ କୁମାର ଦିଗାଳ ଙ୍କୁ ସଭାପତି, ଶ୍ରୀଯୁକ୍ତ ବୁଲୁ ପ୍ରଧାନ ଙ୍କୁ କାର୍ଯ୍ୟକାରୀ ସଭାପତି, ଶ୍ରୀଯୁକ୍ତ ଲିଟନ ପ୍ରଧାନ ଙ୍କୁ ସମ୍ପାଦକ, ଉପସଭାପତି ରୂପେ ଶ୍ରୀଯୁକ୍ତ ବସନ୍ତ ପ୍ରଧାନ, ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ଲିଙ୍ଗରାଜ ପ୍ରଧାନ ଓ କୋଷାଧକ୍ଷ ରୂପେ ଶ୍ରୀଯୁକ୍ତ ସବୀର କୁମାର ପ୍ରଧାନ ଙ୍କୁ ଘୋଷଣା କରାଯାଇଅଛି l  ୟୁଥ ୱାରୀୟର ଯୁବ ସଂଗଠନ କନ୍ଧମାଳ ର ସମସ୍ତ ଉନ୍ନତି ମୂଳକ କାର୍ଯ୍ୟକ୍ରମ ରେ ଏହି ସଂଗଠନ ସହଯୋଗ ଓ ସମନ୍ୱୟ ରେ କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି l ଶିକ୍ଷା, ସ୍ୱାସ୍ଥ୍ୟ,କ୍ରୀଡ଼ା,ସାଂସ୍କୃତିକ କାର୍ଯ୍ୟକ୍ରମ,ପରିବେଶ,ବୃକ୍ଷରୋପଣ ତଥା ବନିକରଣ, ଜୀବଜନ୍ତୁ ଙ୍କ ସୁରକ୍ଷା ବାବଦରେ ଏହି ସଂଗଠନ କାର୍ଯ୍ୟ କରିବାପାଇଁ ସ୍ଥିର କରିଅଛି l ଏହି ବୈଠକ ରେ ଶିକ୍ଷକ ଅରବିନ୍ଦ ମହାପାତ୍ର,ସୁନୀଲ କୁମାର ପ୍ରଧାନ, ଛୋଟନ ପ୍ରଧାନ, ବସନ୍ତ ପ୍ରଧାନ, ବିଜୟ କୁମାର ପ୍ରଧାନ,ବନ ଦିଗାଳ, ବାନାମ୍ବର ଦିଗାଳ, ରମାକାନ୍ତ ମଲିକ, ସୁନୀଲ ଦିଗାଳ କିଚକ ପ୍ରଧାନ, ଉଦ୍ଧବ ପ୍ରଧାନ, ବିକାଶ ପ୍ରଧାନ, ବିଶ୍ଵାମିତ୍ର ପ୍ରଧାନ ଓ ସବୀର କୁମାର ପ୍ରଧାନ ସହ ଅନେକ ଯୁବକ ଯୋଗଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like