-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ସମ୍ମର୍ଦ୍ଧନା

04-Dec-2024



ତୁରେକେଲା(କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଞ୍ଚଳ ର ପ୍ରତ୍ୟେକ ଗାଁର ଗାଁ ସାଥି ମାନେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ ପଟେଲ ଙ୍କୁ ଫୁଲ ଗୁଚ୍ଛ ଦେଇ ସମ୍ମର୍ଦ୍ଧନା ଜଣାଇଥିଲେ। ଏନେଇ ଗାଁ ସାଥି ମେଟ୍ ସଦସ୍ୟ ବୃନ୍ଦ ଙ୍କ ସଭାପତି ବିନୋଦ କୁମାର ସାହୁ,ଉପ ସଭାପତି ନୃତ୍ତମ ମାଝି,ସ°ପାଦକ ପ୍ରହ୍ଲାଦ ବାଗ,ସହ ସ°ପାଦକ ଶଶିକପୁର ଛତ୍ରୀଆ, କୋଷାଧ୍ୟକ୍ଷ ସୁଦର୍ଶନ କଟା ଏବଂ ସମସ୍ତ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ମାନେ ଦାବିପତ୍ର ପ୍ରଦାନ କରିଥିଲେ। ବିଷୟସୂଚୀ ଏହା ଯେ,୧-ଆମ୍ଭ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ମାନଙ୍କ କାର୍ଯ୍ୟର ପାଉଣା ଠିକ୍ ସମୟରେ ଦିଆଯିବା ନିମନ୍ତେ। ୨-MGNREGA କାର୍ଯ୍ୟରେ ଠିକା ପ୍ରଥାକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରାଯିବା ନିମନ୍ତେ।୩-ଗ୍ରାମସଭାରେ ପ୍ରସ୍ତାବିତ MGNREGA ବ୍ୟକ୍ତିଗତ ଓ ଗୋଷ୍ଠୀ ଗତ କାର୍ଯ୍ୟକୁ ତୁରନ୍ତ ଅନୁମୋଦନ କରାଯିବା ନିମନ୍ତେ।୪-ସମସ୍ତ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ମାନଙ୍କୁ ପର୍ଯ୍ୟାପ୍ତ ପରିମାଣର କାର୍ଯ୍ୟ ଯୋଗାଇ ଦିଆଯିବା ନିମନ୍ତେ ଏବଂ ୫-ଇଲିଗାଲ ମେଟ୍ ମାନଙ୍କ NMMS.I.D.ଡିଲିଟ କରାଯିବା ନିମନ୍ତେ ଦାବିପତ୍ର ଦେଇଥିବା ତୁରେକେଲା ବ୍ଲକ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ଅଭିଯୋଗ ଜଣାଇଛନ୍ତି। ଏହି ଅବସରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣାନନ୍ଦ ପଟେଲ,ଏପିଓ ,ଜିପିଡିଓ,ଏସ୍ ଏସ୍ ଓ, ଓ ସମସ୍ତ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ବୃନ୍ଦ ଙ୍କ ସମ୍ମୁଖରେ ଦାବିପତ୍ର ଗ୍ରହଣ କରି କହିଥିଲେ ଯେ, ପ୍ରତ୍ୟେକ ଗାଁରେ କିଛି ନା କିଛି କାମ କରାଯାଉ ଓ ଯେଉଁ ଗାଁ ସାଥି ମେଟ୍ ମାନେ କାମ କରୁନାହାନ୍ତି ସେ କାମ ଛାଡି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତ୍ୟେକ ଗାଁରେ ଠିକ୍ ଭାବରେ କାର୍ଯ୍ୟସବୁ କରାଯାଉ  ଯଦ୍ୱାରା କି ଲୋକେ କାମଧନ୍ଦା କରି ଦାଦନ ଶ୍ରମିକ ଭାବେ ଖଟି ଯିବାକୁ ବଞ୍ଚିତ ରହିବେ ବୋଲି ଶ୍ରୀ ପଟେଲ ସମସ୍ତ ଗାଁ ସାଥି ମେଟ୍ ସଦସ୍ୟ ସଦସ୍ୟା ବୃନ୍ଦ ଙ୍କୁ ନିର୍ଦ୍ଦେଶନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like