-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଦେଶ ବିଦେଶ

ବରିଷ୍ଠ କଂଗ୍ରେସ ନେତା ତଥା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଧବସିଂହ ସୋଲଙ୍କିଙ୍କ ଆଜି ସକାଳେ ଦେହାନ୍ତ

09-Jan-2021



ଅହମଦାବାଦ, (ପ୍ରେରଣା ଖବର ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଧବସିଂହ ସୋଲଙ୍କିଙ୍କର ଶନିବାର ସକାଳେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା।

    ୧୯୨୭ ମସିହା ଜୁଲାଇ ୩୦ରେ ଜନ୍ମିତ ସୋଲଙ୍କି ୧୯୭୬ରେ ସ୍ୱଳ୍ପ ସମୟ ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ହୋଇଥିଲେ। ପୁଣି ୧୯୮୧ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ କ୍ଷମତାକୁ ଆସିଥିଲେ। ଏହି ସମୟରେ ସୋଲଙ୍କି ସାମାଜିକ ଓ ଆର୍ଥିକ ପଛୁଆବର୍ଗଙ୍କ ନିମନ୍ତେ ସଂରକ୍ଷଣ ବ୍ୟବସ୍ଥା ପ୍ରଚଳନ କରିଥିଲେ।

     ୧୯୮୫ରେ ସୋଲଙ୍କି ଇସ୍ତଫା ଦେଇଥିଲେ କିନ୍ତୁ, ପରେ ଗୁଜରାଟ ବିଧାନସଭାର ୧୮୨ଟି ଆସନରୁ ୧୪୯ଟି ଆସନରେ ବିଜୟୀ ହୋଇ ପୁନର୍ବାର କ୍ଷମତାକୁ ଫେରିଥିଲେ। ଏହାଛଡ଼ା, ଶ୍ରୀ ସୋଲଙ୍କି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ସମ୍ପାଦନ କରିଥିଲେ।

    ୧୯୮୦ରେ ‘କେଏଚ୍‌ଏଏମ୍‌’ (କ୍ଷତ୍ରୀୟ, ହରିଜନ, ଆଦିବାସୀ, ମୁସଲମାନ) ଫର୍ମୁଲା ବା ସୂତ୍ର ପ୍ରୟୋଗ କରି ସୋଲଙ୍କି ଗୁଜରାଟରେ କ୍ଷମତାସୀନ ହୋଇଥିଲେ। ଗୁଜରାଟରେ ୧୯୮୦ ନିର୍ବାଚନ ପୂର୍ବରୁ ସୋଲଙ୍କି କ୍ଷମତା ଭାରସାମ୍ୟ ସ୍ଥାନାନ୍ତର କରିବାକୁ ‘କେଏଚ୍‌ଏମ୍‌’ ମେଣ୍ଟକୁ ସୁଦୃଢ଼ କରିଥିଲେ। ଓକିଲାତି ଥିଲା ତାଙ୍କର ବୃତ୍ତି।

ସୋଲଙ୍କିଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କରି ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍‌ କରିଛନ୍ତି, ଉତ୍କଷ୍ଟ ସମାଜ ସେବା ନିମନ୍ତେ ସେ ସ୍ମରଣୀୟ ହୋଇ ରହିବେ। ତାଙ୍କ ବିୟୋଗରେ ମୁଁ ଦୁଃଖୀତ।

   ଶ୍ରୀ ମାଧବସିଂହ ସୋଲଙ୍କି ଥିଲେ ଜଣେ ସୁଦକ୍ଷ ନେତା। ଦଶନ୍ଧି ଦଶନ୍ଧି ଧରି ଗୁଜରାଟ ରାଜନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ପୁଅ ଭରତ ସୋଲଙ୍କିଙ୍କ ସହ କଥା ହୋଇ ଶୋକବ୍ୟକ୍ତ କରିଛି। 

  ଆଉ ଏକ ଟୁଇଟ୍‌ରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ରାଜନୀତି ବ୍ୟତିରେକେ, ଶ୍ରୀ ମାଧବସିଂହ ସୋଲଙ୍କି ଜୀ ପଢ଼ିବାକୁ ସୁଖ ପାଉଥିଲେ ଏବଂ ସଂସ୍କୃତି ପ୍ରତି ତାଙ୍କର ଆବେଗ ଥିଲା। ମୁଁ ତାଙ୍କୁ ଯେତେବେଳେ ଭେଟେ କି, କଥା କହେ, ଆମେ ବହି ବିଷୟରେ ଆଲୋଚନା କରୁ। ସେ ନିକଟରେ ପଢ଼ିଥିବା ନୂଆ ବହି ବିଷୟରେ ମତେ କହନ୍ତି। ତାଙ୍କର ସହ ହୋଇଥିବା ଭାବବିନିମୟକୁ ମୁଁ ସଶ୍ରଦ୍ଧ ସ୍ମରଣ ରଖିବି।

     କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ ମଧ୍ୟ ଦୁଃଖବ୍ୟକ୍ତ କରି ଟୁଇଟ୍‌ କରିଛନ୍ତି, ଶ୍ରୀ ମାଧବ ସିଂହ ସୋଲଙ୍କିଙ୍କ ବିୟୋଗରେ ଦୁଃଖିତ। କଂଗ୍ରେସ ଆଦର୍ଶ ଏବଂ ସାମାଜିକ ନ୍ୟାୟ ସୁଦୃଢ଼ କରିବାରେ ତାଙ୍କର ଅବଦାନ ନିମନ୍ତେ ସେ ସ୍ମରଣୀୟ ହୋଇ ରହିବେ। ତାଙ୍କ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like