-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||     

HOME   ଜିଲ୍ଲା

ବୌଦ୍ଧରେ NDRF ର ମକ୍ ଡ୍ରିଲ

04-Dec-2024



 ବୌଦ୍ଧ ଏକ ବନ୍ୟା ପ୍ରବଣ ଜିଲ୍ଲା l ବର୍ଷା ଋତୁରେ ପ୍ରାୟ ଜିଲ୍ଲାର କୌଣସି ନା କୌଣସି ଅଂଚଳରେ ବନ୍ୟା ଜଳ ପ୍ରବେଶ କରିବାର ଶୁଣିବାକୁ ମିଳିଥାଏ l ତେଣୁ ବନ୍ୟା ସମୟରେ କିପରି ଲୋକଙ୍କୁ ବନ୍ୟା ଦାଉରୁ ଉଦ୍ଧାର କରାଯାଇ ପାରିବ ସେ ସଂପର୍କରେ National Disaster Response Force (NDRF)  ପକ୍ଷରୁ ବୌଦ୍ଧ ସହରର ବାପୁଜୀ ନଗର ପୁଷ୍କରିଣୀ ଠାରେ  ଉଦ୍ଧାର କାର୍ଯ୍ୟ  ସମ୍ବନ୍ଧରେ ମକ ଡ୍ରିଲ୍ କରାଯାଇ ସମସ୍ତଙ୍କୁ ସଚେତନ କରାଯାଉଥିଲା l ଜଳରେ ବୁଡ଼ି ଯାଉଥିବା ବ୍ୟକ୍ତିଙ୍କୁ କିପରି ଉଦ୍ଧାର କରାଯାଏ, ଉଦ୍ଧାର ପରେ ପେଟରୁ ପାଣି କିପରି ବାହାର କରାଯାଇ ଡାକ୍ତରଖାନା ପର୍ଯ୍ୟନ୍ତ ପହୁଞ୍ଚାଯାଇଥାଏ,ଦୁର୍ଘଟଣା ଘଟିବା ପରେ ହୃଦୟ ସ୍ପନ୍ଦନକୁ କିପରି ୮ ମିନିଟ୍ ମଧ୍ୟରେ ପୁଣି ଚାଲୁ କରାଯାଇଥାଏ, ଗଳାରେ କୌଣସି ଜିନିଷ ଅଟକି ଗଲେ କିପରି ବାହାର କରାଯାଇଥାଏ ଇତ୍ୟାଦି ବିଷୟରେ ଉପସ୍ଥିତ ସମସ୍ତଙ୍କୁ NDRF ra ଅଧିକାରୀ ଓ ଯବlନ ମାନେ ସେମାନଙ୍କର ପ୍ରଦର୍ଶନ ମାଧ୍ୟମରେ ଅବଗତ କରାଇଥିଲେ l ବୌଦ୍ଧ ଜିଲ୍ଲାପାଳ ଶ୍ରୀ ପଣ୍ଡା ମହୋଦୟ ଏହି କାର୍ଯ୍ୟକ୍ରମ ପାଇଁ NDRF ଟିମ୍ କୁ ଧନ୍ୟବାଦ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ପଣ୍ଡା, ADM ଅନିରୁଦ୍ଧ ପ୍ରଧାନ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀ ଯୁଧିଷ୍ଠିର ମେହେର, ବୌଦ୍ଧ ଜିଲ୍ଲାର ଜରୁରୀକାଳୀନ ସେବା 
  ଅଧିକାରୀ  ସୂର୍ଯ୍ୟନାରାୟଣ ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଶ୍ରୀ ସଞ୍ଜୟ କୁମାର ଝା ବୌଦ୍ଧ ରେଡ୍ କ୍ରସ ର କାର୍ଯ୍ୟକାରୀ ସଦସ୍ୟ ଡକ୍ଟର ପ୍ରବୀର୍ କୁମାର୍ ଦାସ୍, ବୌଦ୍ଧ ପଂଚାୟତ

ମହାବିଦ୍ୟାଳୟର ଏନସିସି ଅଧିକାରୀ ସଦାନନ୍ଦ ମlହାର ,ଏନସିସି କ୍ୟାଡେଟ  ତଥା ଦମକଳ ବାହିନୀ, ବୌଦ୍ଧ ଆଦର୍ଶ ଥାନା ପୋଲିସ , ସ୍ବାସ୍ଥ୍ୟ ବିଭାଗ, ବୌଦ୍ଧ NAC ର ଅଧିକାରୀ,ସହରର  ଜନସାଧାରଣ ଇତ୍ୟାଦି ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ପରେ ଅତିଥି ଗଣ, ସାମ୍ୱାଦିକ ଗଣ ଓ NCC କ୍ୟାଡେଟ ମାନେ NDRF ର ବୋଟରେ ପୋଖରୀରେ demonstration ରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026

You Might Also Like