-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦନ ପର୍ବତ ହରିଶଙ୍କର ମନ୍ଦିର କୁ ଇଉନେସ୍କୋ ବିଶ୍ୱ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବୀ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

04-Dec-2024



ଦିଲ୍ଲୀ /ଭୁବନେଶ୍ୱର /ବଲାଙ୍ଗିର ତା 04.12 ଓଡିଶା ର ବଲାଙ୍ଗିର ଏବଂ ବରଗଡ଼ ଜ଼ିଲ୍ଲା ମଧ୍ୟଭାଗରେ ଥିବା ଗନ୍ଧମାର୍ଦନ ପର୍ବତ ପ୍ରାକୃତିକ, ସାଂସ୍କୃତିକ ଏବଂ ଐତିହାସିକ କୀର୍ତ୍ତିରାଜି ବହନ କରୁଥିବା ରୁ ଏହାକୁ ବିଶ୍ୱ ପର୍ଯ୍ୟଟନ ସ୍ଥଳୀ ଘୋଷଣା କରିବାକୁ ଦାବୀ କରିଥିଲେ l ରାଜ୍ୟସଭା ରେ ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରକାଶ କରିଥିଲେ ଯେ ୧୯ ହଜାର ହେକ୍ଟର ପରିସୀମା ବିଶିଷ୍ଟ ଗନ୍ଧମାର୍ଦନ ପର୍ବତ ରେ ବିଭିନ୍ନ ପ୍ରଜାତି ର ବୃକ୍ଷ ଲତା ଔଷଧୀୟ ଗୁଳ୍ମ, ପଶୁ ପକ୍ଷୀ, ସରୀସୃପ ଙ୍କ ବାସସ୍ଥଳୀ l ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗନ୍ଧମାର୍ଦନ ପର୍ବତ କୁ ଜୈବ ବିବିଧତା ଧରୋହର ସ୍ଥଳ ଘୋଷଣା କରିଛନ୍ତି l ଗନ୍ଧମାର୍ଦନ ପର୍ବତ ର ଦକ୍ଷିଣ ଦିଗରେ ଅଙ୍ଗ ନଦୀ ପ୍ରବାହିତ ହେଉଥିବା ବେଳେ ଉତ୍ତର ଅଂଶ ରେ ସୁକ୍ତେଲ ନଦୀ ଶୋଭା ବର୍ଦ୍ଧନ କରୁଛି l ଗନ୍ଧମାର୍ଦନ ପର୍ବତ ରୁ ୨୨ଟି ଝରଣା ପ୍ରାକୃତିକ ସୌନ୍ଦର୍ଯ୍ୟ ବୃଦ୍ଧି କରୁଛି l ପାପନାଶିନୀ ଝରଣା କୁ ଗୁପ୍ତଗଙ୍ଗା ଭାବରେ ଲୋକ ମାନ୍ୟତା ରହିଛି l ଭାରତ ର ଚାରିଧାମ ମଧ୍ୟରେ ହରିଶଙ୍କର ଏକ ପବିତ୍ର ଧାମ l ଗନ୍ଧମାର୍ଦନ ପର୍ବତ କୁ ଓଡିଶା ର ଆୟୁର୍ବେଦ ର ସ୍ୱର୍ଗ

କୁହାଯାଏ l ସାଂସ୍କୃତିକ କ୍ଷେତ୍ର ରେ ଗନ୍ଧମାର୍ଦନ ପର୍ବତ ର ଗୋଟିଏ ଦିଗରେ ଭଗବାନ ନୃସିଂହନାଥ ମନ୍ଦିର ବିରାଜମାନ ଥିବାବେଳେ ଆଉ ଗୋଟିଏ ପଟେ ଭଗବାନ ହରିଶଙ୍କର ବିରାଜମାନ ଅଛନ୍ତି l ତ୍ରେତୟା ଯୁଗର ସୀତା କୁଣ୍ଡ, ଗୋ କୁଣ୍ଡ,ଦ୍ୱାପର ଯୁଗର ଭୀମ ମଡୁଆ, ଭୀମ କୁଣ୍ଡ, ପଞ୍ଚୁ ପାଣ୍ଡଵ ଘାଟ ଆଦି କଳାକୃତି ରହିଛି l ପ୍ରାଚୀନ କାଳରୁ ମୁନୀ ରୁଷି ମାନଙ୍କ ଗୁମ୍ଫା ଅବସ୍ଥିତ ଅଛି l ହରିଶଙ୍କର ମନ୍ଦିର ନିକଟରେ ହରିଣ ପାର୍କ ପ୍ରସିଦ୍ଧି ଲାଭ କରୁଛି l ତେଣୁ ସାଂସ୍କୃତିକ ପ୍ରାକୃତିକ ସୌନ୍ଦର୍ଯ୍ୟ ରେ ପରିପୂର୍ଣ ଗନ୍ଧମାର୍ଦନ ପର୍ବତ, ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ପୀଠ କୁ ଇଉନେସ୍କୋ ବିଶ୍ୱ ପର୍ଯ୍ୟଟନ ସ୍ଥଳୀ ଘୋଷଣା କରିବା ସହିତ ହରିଶଙ୍କର ମନ୍ଦିର ର ଭିତ୍ତିଭୂମି ର ବିକାଶ ପାଇଁ ପଦକ୍ଷେପ ନେବାକୁ ରାଜ୍ୟସଭା ରେ ସାଂସଦ ନିରଞ୍ଜନ ବିଶି ପ୍ରସଙ୍ଗ ଉପସ୍ଥାପନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like