-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ପୋଲିସ ପେଟ୍ରୋଲିଙ୍ଗ ବେଳେ ଗୋରୁ ବୋଝେଇ ୨ଟ୍ରକ ଜବତ,(81ଗୋରୁ ଉଦ୍ଧାର, 4 ଗିରଫ)

04-Dec-2024



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ପୁଲିସକୁ ବଡ଼ ସଫଳତା ମିଳିଛି |  ୨ଗୋଟି ଗୋରୁ ବୋଝେଇ ଟ୍ରକକୁ ଜବତ କରି ସେଥିରୁ 81ଗୋରୁ ଉଦ୍ଧାର କରାଯାଇଛି | ଏଥିରେ ସମ୍ପୃକ୍ତ 4 ଜଣ ବ୍ୟକ୍ତିଙ୍କୁ ପୁଲିସ ଗିରଫ କରିଛି | ଗିରଫ ଅଭିଯୁକ୍ତ ମାନେ ହେଳେ ଟ୍ରକ ଡ୍ରାଇଭର ୱେଷ୍ଟବେଙ୍ଗଲ ରାଜ୍ୟ ପସନ୍ଦୀ ଗ୍ରାମର ଦୁଲିମ ସେକ,ବରଗଡ଼ର ପରମେଶ୍ୱର ଲୁହା,ଏସ ରାମପୁରର ମୋହନ ମେହେର ଏବଂ ଗୁଲାମ ଘୋଷ | ଆଉ ଜଣେ ଟ୍ରକ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି | ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଏସ ରାମପୁର ପଟରୁ ଦୃତ ଗତିରେ ବିନିକା ପଟକୁ ଆସୁଥିଲା ଦୁଇଟି ଗୋରୁ ବୋଝେଇ ଟ୍ରକ Iହେଲେ ବିନିକା ପୁଲିସ ପେଟ୍ରୋଲିଂ କରୁଥିବା ସମୟରେ ବିନିକା ମହାନଦୀ ବ୍ରିଜରେ ତାଙ୍କୁ ଅଟକାଇ କାବୁ କରିଥିଲା | ରାମପୁର ଆଡୁ ଆସି ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ସମୟରେ 16 ଚକିଆ ଟ୍ରକ ଯାହାର ନଂ -(WB13-6423) ଓ (WB33 F-2152) କୁ ଅଟକାଇ ପୁଲିସ ଯାଞ୍ଚ କରିଥିଲା | ସେଥିରୁ 81ଗୋଟି ଗୋରୁ ଉଦ୍ଧାର କରାଯାଇଛି | ତାଙ୍କୁ ସୁରକ୍ଷା ଦେଇ ଯାଉଥିବା ନମ୍ବର ବିହୀନ ଏକ କଳା ରଙ୍ଗର ପଲ୍ସର ବାଇକ ମଧ୍ୟ ଜବତ କରିବା ସହିତ ଘଟଣା ସ୍ଥଳରୁ 4ଜଣଙ୍କୁ ପୁଲିସ କାବୁ କରିଛି I ଘଟଣା ସ୍ଥଳରୁ ପୁଲିସକୁ ଦେଖି ଜଣେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ମାରିଥିବା ସୁଚନା ମିଳିଛି | ବିନିକା ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରାଯାଇ ଘଟଣାର ତଦନ୍ତ ଚାଲିଥିବା ଥାନା ଏସଆଇ ଅନିଲ ବେହେରା ପ୍ରକାଶ କରିଛନ୍ତି | ଅନ୍ୟପଟେ ସମସ୍ତ ୮୧ ଗୋଟି ଗୋରୁକୁ ଉଦ୍ଧାର କରିବା ପରେ ବିନିକା ଥାନା ଅନ୍ତର୍ଗତ ପିତେଇପାଲି ଗଜବନ୍ଧ କାମଧେନୁ ଗୋ ସେବାଶ୍ରମକୁ ରକ୍ଷଣା ବେକ୍ଷଣ ଲାଗି ଦିଆଯାଇଛି | ଖବର ପାଇ ବିନିକା ଥାନାକୁ ସୋନପୁର ଆରଟିଓ ଅକ୍ଷୟ କୁମାର ଜେନା ଆସି ଜବତ ଟ୍ରକ ଓ ବାଇକର କାଗଜପତ୍ର ଯାଞ୍ଚ କରିଛନ୍ତି । ପ୍ରକାଶ ଥାଉକି ଗତକାଲି ଏସ ରାମପୁର ମଙ୍ଗଳବାର ବଜାର ଥିବାରୁ ଉକ୍ତ ଗୋରୁ ଲୋଡ଼ ହୋଇଥିବା କୁହାଯାଉଥିବା ବେଳେ ଏସ ରାମପୁରରୁ କେମିତି ଏଭଲି ବେଆଇନ ଭାବେ ଗୋରୁ ଚାଲାଣ ହେଉଥିଲା ଏଥିରେ ବହୁତ  ଲୋକଙ୍କ ହାତ ଥାଇପାରେ ବୋଲି ସନ୍ଦେହ ସୃଷ୍ଟି କରିଛି।ତେଣୁ ଏହାର ଉପଯୁକ୍ତ ତଦନ୍ତ କରି ଦୋଷୀ ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନସାଧାରଣରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like