-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ଟି ପି ଡବ୍ଲୁ ର "ଖୁଲ ଯା ସିମ୍ ସିମ୍ " ଯୋଜନା... ଖୋଲିଲା ତିନି ଉପଭୋକ୍ତାଙ୍କ ଭାଗ୍ୟ

04-Dec-2024



ଅତାବିରା(ଆକାଶ ମିଶ୍ର): ପାୱାର ବିଦ୍ୟୁତ୍ ବିଭାଗର ଇଷ୍ଟ ଜୋନ ଅଧୀନରେ ଥିବା ୫ ଟି ସବଡିଭିଜନ ମଧ୍ୟରୁ ଅତାବିରା  ସବାଡ଼ିଭିଜନ ଅନ୍ତର୍ଗତ   ଲାଦରପାଲି ସେକ୍ସନ  କାର୍ଯ୍ୟାଳୟ ରେ  ଆଜି"ଖୁଲ୍ ଯା ସିମ୍ ସିମ୍ 'ଯୋଜନାରେ   ତିନି ଜଣ  ବିଦ୍ୟୁତ୍ ଉପଭୋକ୍ତା ଙ୍କୁ ପୁରସ୍କୃତ କରାଯାଇଛି । ଯେଉଁ ବିଦ୍ୟୁତ୍ ଉପଭୋକ୍ତା ମାନେ  ନିଜର  ବିଦ୍ୟୁତ୍ ବିଲ ଡିଜିଟାଲ ପେମେଣ୍ଟ ମାଧ୍ୟମରେ ପୈଠ କରୁଥିବେ ଓ ସେମାନଙ୍କ ବକେୟା ନ ଥିବ, ସେମାନଙ୍କୁ  ଏହି ଖୁଲ୍ ଯା ସିମ୍ ସିମ ଯୋଜନାରେ   ସାମିଲ କରାଯାଇଥାଏ ।ପ୍ରତି ମାସରେ ଯେତେ ଜଣ ଗ୍ରାହକ ଏହି ଯୋଜନାରେ ସାମିଲ ହୋଇଥାନ୍ତି ସେମାନଙ୍କୁ ନେଇ  ଏକ ଲଟେରୀ କରାଯାଏ ।ଲଟେରୀ ଉଠାଣ ରେ ପ୍ରଥମ  ତିନି ଜଣଙ୍କୁ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନର ବିଜେତା ହିସାବରେ ପୁରସ୍କୃତ କରାଯାଏ । ଏହି ଯୋଜନାରେ ଗତ ଚାରି ପାଞ୍ଚ ମାସ ଧରି ବିଜେତା  ଉପଭୋକ୍ତା ମାନଙ୍କୁ ପୁରସ୍କୃତ କରlଯାଇ ଆସୁଛି। ବୁର୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରବୀଣ କୁମାର ବର୍ମା ଙ୍କ ନିର୍ଦ୍ଦେଶ କ୍ରମେ  ଆଜି ଲଟେରୀ ଉଠାଣ  କରାଯାଇ ଥିଲା ।ଏହି କାର୍ଯ୍ୟକ୍ରମରେ ଲରମ୍ଭା ସେକ୍ସନ  ଅଧିକାରୀ  ରାକେଶ ସାହୁ ଯୋଗ ଦେଇ ଉପଭୋକ୍ତାଙ୍କୁ ପୁରସ୍କୃତ କରି ଥିଲେ। ଆଜି ଲଟେରୀରେ କାଦୋବାହାଲ  ନିକଟସ୍ଥ ବରାହମୁଣ୍ଡା ଗ୍ରାମର ଡୋଲାମଣି ସେଟ୍ ଙ୍କୁ  ପ୍ରଥମ ପୁରସ୍କାର  ଭାବରେ ୧୦ ହଜାର ଟଙ୍କାର ଏକ ମୋବାଇଲ, ଭୋଇପୁରା ଗ୍ରାମର  ବୁଡି ସତ୍ୟନାରାୟଣଙ୍କୁ ଦ୍ଵିତୀୟ ପୁରସ୍କାର ଭାବରେ  ଏକ ମ୍ୟୁଜିକ୍ ପ୍ଲେୟାର  ଓ ଗୋଡଭଗା, ଗଡତିଆପାଲିର ବିଳାସିନୀ ମେହେରଙ୍କୁ ତୃତୀୟ ପୁରସ୍କାର ଭାବରେ ଏକ ସୋଲାର ଲାଇଟ୍   ଦେଇ ପୁରସ୍କୃତ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ  ଲାଦର ପାଲି ସେକ୍ସନର କରଣୀ ସରୋଜ  ସାହୁ ଓ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like