-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||     

HOME   ଜିଲ୍ଲା

୧୧ରେ କଣ୍ଟାମାଳ ବ୍ରାହ୍ମଣ ସମାଜର ଗୀତା ଜୟନ୍ତୀ

04-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ରାହ୍ମଣ ସମାଜର ଏକ ସାଧାରଣ ବୈଠକ ସମାଜର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସ ଠାରେ ସଂଘ ସଭାପତି ରଘୁନାଥ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି  l ବୈଠକରେ ବ୍ରାହ୍ମଣ ସମାଜର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା l ସେହିପରି ସମାଜ ପକ୍ଷରୁ ଗୀତା ଜୟନ୍ତୀ ର ଆୟୋଜନ କୁନେଇ ସ୍ଥାନ, ଦିନ ଓ ବ୍ୟବସ୍ଥା ନିର୍ଧାରଣ ପାଇଁ ବ୍ୟାପକ ଆଲୋଚନା ହୋଇଥିଲା l  ଏଥିରେ ଆସନ୍ତା ୧୧ତାରିଖ ବୁଧବାର ଦିନ ସମାଜ ର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସ ଠାରେ ଏହି ଗୀତା ଜୟନ୍ତୀ ହେଵା ନେଇ ସର୍ବସମ୍ମତି କ୍ରମ ନିଷ୍ପତ୍ତି ନିଆଯାଇଥିଲା l  ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ସନ୍ତୋଷ କୁମାର ବିଶି, କୋଷାଧ୍ୟକ୍ଷ୍ୟ ବିଜୟ କୁମାର ପାଣିଗ୍ରାହୀ,ସନତ କୁମାର ମିଶ୍ର, ବସନ୍ତ ମିଶ୍ର, ବେଦବର ପାଣି,ନବୀନ କୁମାର ବିଶି, ଘନଶ୍ୟାମ ମିଶ୍ର, ଆନନ୍ଦ ପାଢ଼ୀ, ସତ୍ୟ ପାଢ଼ୀ,ଭାଗ୍ୟଧର ମିଶ୍ର ପ୍ରମୁଖ ଯୋଗଦେଇ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026

You Might Also Like