-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ରାଜ୍ୟ

ଯୁବ ଉଦ୍ୟୋଗୀ ବାଦଲ ମହାଳିଙ୍ଗଙ୍କ ପରଲୋକ

04-Dec-2024



 ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ପୋର୍ଟସ କ୍ଲବର ସହ ସମ୍ପାଦକ ତଥା ଜଣେ ଉଦୀୟମାନ ଉଦ୍ୟୋଗୀ ଯୁବକ ବାଦଲ ମହାଲିଙ୍ଗ(୫୦)ବର୍ଷ ବୟସରେ ପରଲୋକ ଘଟିଛି।ସ୍ବର୍ଗତ ମହାଲିଙ୍ଗ ସୁନ୍ଦରଗଡ଼ରେ ରହି ଏକ କମ୍ପାନୀରେ କାମ କରୁଥିଲେ ।ପ୍ରାୟ ୪ଦିନ ତଳେ ତାଙ୍କର ହଠାତ ହାଟ ସମସ୍ୟା ଦେଖା ଦେବାରୁ ପ୍ରଥମେ ବୁର୍ଲା ଓ ପରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।ହେଲେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିଲା।ଆଜି ତାଙ୍କ ମରରଶରୀର ଜନ୍ମ ମାଟି ବିନିକା ଘରକୁ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।ବହୁ ବଦାନ୍ୟ ବ୍ୟକ୍ତି ବିଶେଷ ଘରକୁ ଆସି ତାଙ୍କର ଶେଷ ଦର୍ଶନ କରିଥିଲେ ।ତାଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ମହାନଦୀ ବ୍ରିଜ ନିକଟ ଶ୍ଵସାନ ଘାଟକୁ ନିଆଯିବା ପରେ ସେଠାରେ ତାଙ୍କର ୫ବର୍ଷର ଝିଅ ଅବନ୍ତିକା ମହାଲିଙ୍ଗ ଓ  ବଡ଼ଭାଇ କାଉନସିଲର ଗୋପାଳ କୃଷ୍ଣ ମହାଲିଙ୍ଗ ମୁଖଗ୍ନି ପ୍ରଦାନ କରିଥିଲେ।ସୂଚନା ଯୋଗ୍ୟ ଯେ ସ୍ବର୍ଗତ ମହାଲିଙ୍ଗ ଅନ୍ୟ ଜିଲ୍ଲାରେ ରହୁଥିଲେ ମଧ୍ୟ ସେ  ବିନିକା ସ୍ପୋର୍ଟସ କ୍ଲବର ଜଣେ ସ୍ଥାୟୀ ସଦସ୍ୟ ହୋଇଥିବାରୁ ସ୍ପୋର୍ଟସ କ୍ଳବର ଅଗ୍ରଗତି,ବିଭିନ୍ନ ଯୋଜନାର ଦିଗଦର୍ଶନ ଉପରେ ସବୁବେଳେ ଚିନ୍ତା କରୁଥିଲେ । କ୍ଲବର ଖେଳାଳି  ମାନେ କିପରି ଆଗକୁ ବଡିବେ ତାଙ୍କ ପାଇଁ ଡ୍ରେସ,ଖେଳ ଉପକରଣ ଯୋଗାଇ ଦେବା ସହିତ ଭାଗ ନେଉଥିବା ପ୍ରତ୍ୟେକ ପ୍ରତିଯୋଗିତାରେ  ସ୍ପୋର୍ଟସ କ୍ଲବ ନାମ ରହିବ ସେ ଦିଗରେ କ୍ଲବ ଅଧିନାୟକ,ଉପ ସଭାପତି ଓ କୋଷାଧ୍ୟକ୍ଷ ଙ୍କ ସହିତ ରୀତିମତ ଯୋଗାଯୋଗ କରୁଥିଲେ ।ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଅଞ୍ଚଳର କ୍ରୀଡା ପ୍ରେମୀ ମହଲରେ ଶୋକର ଛାୟା ଖେଳିଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like