-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ରାଜ୍ୟ

ଗନ୍ଧମାର୍ଦ୍ଦନକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କଲେ ବରଗଡ଼ ସାଂସଦ

05-Dec-2024



ପଦ୍ମପୁର(ଦୁଷ୍ମନ୍ତ ଖମାରୀ): ଆଜି ଲୋକସଭାର ଶୀତକାଳୀନ ଅଧିବେଶନରେ ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସଂପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କ ଠାରେ ପ୍ରସ୍ତାବ ଉଠାଇଛନ୍ତି। ଶ୍ରୀ ପୁରୋହିତ ଉଲ୍ଲେଖ କରିଛନ୍ତି ଯେ ୯୭ କିମି ବ୍ଯାପୀ ପଶ୍ଚିମ ଓଡିଶାର ଗନ୍ଧମାର୍ଦ୍ଦନ ପାହାଡ଼ରେ ୨ଟି ପ୍ରମୁଖ ନଦୀ,ବହୁ ଝରଣା, ଦୁର୍ଲଭ ବନୌଷଧିର ଭଣ୍ଡାର ରହି ରହିଛି । ଏତଦ୍ ବ୍ୟତୀତ ନୃସିଂହନାଥ-ହରିଶଙ୍କର ୨ଟି ପ୍ରମୁଖ ପର୍ଯ୍ୟଟନସ୍ଥଳି ଓ ମନ୍ଦିର ଅବସ୍ଥିତ ଅଛି । ଚୀନ ପରିବ୍ରାଜକ ହୁଏନସାକୁ ଗନ୍ଧମାର୍ଦ୍ଦନକୁ ପରିମଳ ଭାବେ ଉଲ୍ଲେଖ କରି ବହୁ ବର୍ଷ ତଳେ ବୌଦ୍ଧ ବିହାର ଥିବା ଉଲ୍ଲେଖ କରିଛନ୍ତି । ଗନ୍ଧମାର୍ଦ୍ଦନ ଚାରିପଟେ ୫୦ ହଜାର ଜନଜାତିର ପରିବାର ତାଙ୍କ ଜୀବନ ଜୀବିକା ନିର୍ଭର କରି ଛଳୁଥିବା ଶ୍ରୀ ପୁରୋହିତ ଉଲ୍ଲେଖ କରିବା ସହ ୧୯୮୩ ମସିହାରେ ତତ୍କାଳୀନ କଂଗ୍ରେସ ଦଳର ସରକାର ଗନ୍ଧମାର୍ଦ୍ଦନ ରେ ବକ୍ ସାଇଟ ଉଭୋଳନ ପାଇଁ ଖଣି ପଟା ଦେଇଥିଲେ । ଜନଜାତି ଓ ସାଧାରଣ ଲୋକଙ୍କ ତୀବ୍ର ବିରୋଧ ଯୋଗୁଁ ୧୯୮୮ ମସିହାରେ ସରକାର ଖଣି ପଟା ରଦ୍ଦ କରିଥିଲେ । କିନ୍ତୁ ବିଭିନ୍ନ ସମୟରେ ଗନ୍ଧମାର୍ଦ୍ଦନରେ ବିଭିନ୍ନ ସରକାର ସମୟରେ ଖଣି ଖନନର ପ୍ରୟାସ କରାଯାଇଛି। ଏହି ପରିପେକ୍ଷୀରେ ଲୋକସଭାରେ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସଂପତ୍ତି ରୂପେ ଘୋଷଣା କରିବା ପାଇଁ ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ର ସରକାରଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି । ନୃସିଂହନାଥ ଏବଂ ହରିଶଙ୍କରକୁ ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ପାଇଁ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like