-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ନିଆରା ଢଙ୍ଗରେ ଜନ୍ମ ଦିନ ପାଳିଲେ ସାମାଜିକ କର୍ମୀ ଶଶୀ ଭୂଷଣ : ବିଭିନ୍ନ ମହଲରୁ ପ୍ରଶଂସା

05-Dec-2024



କଟକ: ବିଶ୍ଵ ଭିନ୍ନକ୍ଷମ ଦିବସରେ ନିଆରା ଢ଼ଙ୍ଗରେ ଦିବ୍ୟାଙ୍ଗ ମାନଙ୍କ ସହ ଜନ୍ମ ଦିନ ପାଳିଲେ ବାରଙ୍ଗ ବ୍ଲକ ନଗରୀ ପଞ୍ଚାୟତ ଅନ୍ତର୍ଗତ ଅରଡ଼ିଆପଦା ଗ୍ରାମର ଯୁବ ସଂଗଠକ ତଥା ରାଜନୀତିଜ୍ଞ ଶଶୀଭୂଷଣ ଦାଶ। ୩୧ତମ ଜନ୍ମଦିନରେ ଶଶୀ ଭୂଷଣ ଦାଶ ପ୍ରଥମେ ମେଡ଼ିକାଲରେ ଜଣେ ରୋଗୀଙ୍କୁ ରକ୍ତଦାନ କଲାପରେ କଟକ ସିଡ଼ିଏ ଚିଦାନନ୍ଦ ସରସ୍ଵତୀ ଟ୍ରଷ୍ଟ ଦ୍ଵାରା ପରିଚାଳିତ ଭିନ୍ନକ୍ଷମ ବିଦ୍ୟାଳୟରେ ପିଲାମାନଙ୍କ ସହ କେକ କାଟି ଓ ଖାଦ୍ୟର ବ୍ୟବସ୍ଥା କରି ଖୁବ୍ ଖୁସି ଅନୁଭବ କରିଥିଲେ। ଅଜିତ କୁମାର ଦାସ, ନିରଂଜନ ମହାନ୍ତି, ଦୀପକ ରଂଜନ ନାଥ, ଚନ୍ଦନ ଭଗତ, ଚିରଂଜନ ସାହୁ, ଅନୁପମ ପୃଷ୍ଟି, 
ଶକ୍ତିପ୍ରସାଦ ମହାପାତ୍ର, ଆନନ୍ଦିମୟୀ ବାରିକ,ଐଶ୍ୱରୀୟ ରଥ, ପ୍ରତୁଷ ଶତପଥୀ, ପିଙ୍କୁ ପୃଷ୍ଟି ପ୍ରମୁଖ କାର୍ଯକ୍ରମ ପରିଚାଳନା  କରିଥିଲାବେଳେ ବରିଷ୍ଠ ସାମ୍ବାଦିକ ଲଳିତ କୁମାର ଦାଶ,ଅଜୟ କୁମାର ଦାଶ,କୃଷ୍ଣଚନ୍ଦ୍ର ପାଣିଗ୍ରାହୀ, ସମାଜସେବୀ ଅରୁଣ କୁମାର ସାହୁ, ପଣ୍ଡିତ ଅଜୟ କୁମାର ପତି, ଉପେନ୍ଦ୍ରନାଥ ତ୍ରିପାଠୀ, ଅଜୟ କୁମାର ବେଉରା,ବରଦା ପ୍ରସାଦ ବେଉରା, ଧୂରେନ୍ଦ୍ର ନାଥ,ଦିଲ୍ଲିପ ବେହେରା ପ୍ରମୁଖ ଉପସ୍ଥିତ ରହି ପିଲା ମାନଙ୍କୁ ଉତ୍ସାହିତ କରିଥିଲେ। ଶଶୀଭୂଷଣଙ୍କର ଜନ୍ମ ଦିନକୁ ଭିନ୍ନକ୍ଷମ ପିଲାମାନଙ୍କ ସହ ପାଳନ କରିଥିବାରୁ ତାଙ୍କୁ ଅଞ୍ଚଳବାସୀ ଉଚ୍ଚ ପ୍ରଶଂସା କରିବା ସହ ଯୁବବର୍ଗଙ୍କ ପାଇଁ ଉଦାହରଣ ହୋଇଛନ୍ତି ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like