-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ବରଗଡ ଠାରେ ଜଳବାୟୁ ସହନଶୀଳ ଓଦା ଓ ଶୁଖିଲା ଚାଷ ପ୍ରକଳ୍ପ ଲୋକାର୍ପିତ ।

05-Dec-2024



ବରପାଲି, (ସୁଦାମ ଦୀପ )
ବରଗଡ ଜିଲ୍ଲାର ସୋହେଲା ଏବଂ ଭେଡେନ୍  ବ୍ଲକର ଧାନ ଚାଷୀ ମାନେ ପରମ୍ପରା ଗତ ପ୍ରକ୍ରିୟା ରେ ଜଳସେଚନ କରୁଥିବାରୁ ଅଧିକ ଜଳ ବ୍ୟବହାର ହୁଏ ଫଳରେ ଜଳ ଅପଚୟ ହୁଏ । ଏଥିପାଇଁ ମିଥେନ୍ ଗ୍ୟାସ ର ପରିମାଣ ବୃଦ୍ଧି ପାଇ ପରିବେଶ କୁ କ୍ଷତି କରାଏ । ଅଦଳ ବଦଳ ଓଦା ଓ ଶୁଖିଲା ଜଳସେଚନ ପ୍ରକ୍ରିୟା ଏହାର ଏକ  ବିକଳ୍ପ ଅଟେ । ଏହା ମିଥେନ୍ ଗ୍ୟାସ୍ କୁ କମ୍ କରିବା ସହ ଜଳ ବ୍ୟବହାର  କୁ ଶତକଡା ୩୦ ଭାଗ  କମେଇ ଫସଲ ଅମଳକୁ ଶତକଡା ୧୦ ଭାଗ ବଢ଼ୀଥାଏ । ବରଗଡ ସ୍ଥିତ ହୋଟେଲ ଭି.ଡି.ପେଲେସ୍ ଠାରେ ଟି.ପି.ଡବ୍ଲୁ.ଓ.ଡି.ଏଲ. ସହାୟତାରେ ମହାଶକ୍ତି ଫାଉଣ୍ଡେସନ ତରଫରୁ ଏକ ଜଳବାୟୁ ସହନଶୀଳ ଓଦା ଓ ଶୁଖିଲା ଚାଷ ପ୍ରକଳ୍ପ ଲୋକାର୍ପିତ ହୋଇ ଯାଇଛି ।

କାର୍ଯ୍ୟକ୍ରମ କୁ ଟି.ପି.ଡବ୍ଲୁ.ଡି.ଓ.ଏଲ. କମ୍ପାନୀ ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରବୀଣ ବର୍ମା , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ମିଶ୍ର ମିଳିତ ଭାବେ ଲୋକାର୍ପିତ କରିଛନ୍ତି । ମହାଶକ୍ତି ର ସମ୍ପାଦିକା ରୋଜାଲିନ ଭୂୟାଁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କର୍ମଶାଳାରେ  ଜିଲ୍ଲା ଉଦ୍ୟାନ ବିଭାଗ ର ଉପ ନିର୍ଦ୍ଦେଶକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା , ଓଡ଼ିଶା ଉଠା ଜଳ ସେଚନ ବିଭାଗ ର ମୁଖ୍ୟ ଯନ୍ତ୍ରୀ ଶ୍ରୀ  ସୁର୍ଯ୍ୟ  ନାରାୟଣ ତ୍ରୀପାଠୀ , ଟି.ପି.ଡବ୍ଲୁ.ଓ.ଡି.ଏଲ. ର ସି.ଏସ୍.ଆର୍. ମୁଖ୍ୟା  ଶ୍ରୀମତୀ ଅରୁଣା ମାରାଣ୍ଡି, ବରଗଡ ସେକ୍ସନ  ଇଞ୍ଜିନିୟର ଶ୍ରୀ ସୁରେନ୍ଦ୍ର ହୋତା, ସୋହଲା କୃଷି ଅଧିକାରୀ ଶ୍ରୀମତୀ ନିତାଞ୍ଜଳି ବିଶି , ଭେଡେନ କୃଷି ଅଧିକାରୀ ଶ୍ରୀ ଲିଙ୍ଗରାଜ ମେହେର ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ । କର୍ମଶାଳା ରେ ଅନୁଷ୍ଠାନ ର ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ସେଠି ଓଦା ଓ ଶୁଖିଲା ଜଳସେଚନ ପଦ୍ଧତି ବିଷୟରେ ଏକ ବିବରଣୀ ଉପସ୍ଥାପନ କରିଥିଲେ । ବିଜେପୁର ଓ ସୋହେଲା ବ୍ଲକ ଶ୍ରୀ ଅନ୍ନ ଅଭିଯାନ ତରଫରୁ ମାଣ୍ଡିଆ ଖାଦ୍ୟ ର ପ୍ରଦର୍ଶନୀ ଷ୍ଟଲ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଭେଡେନ ଓ ସୋହେଲା ବ୍ଲକ ରୁ ୧୦୦ ରୁ ଉର୍ଦ୍ଧ ଚାଷି ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ସଂଯୋଜନାରେ କୃଷି ବିଶେଷଜ୍ଞ ଶ୍ରୀ ମିହିର ରଞ୍ଜନ ସାଗର, ବ୍ଲକ ସଂଯୋଜକ ପ୍ରିୟଙ୍କା କୁମାରୀ ଓ ମାନସୀ ପଟେଲ, ଜୟରାମ ପରିଡ଼ା  ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ପ୍ରକଳ୍ପ ପରିଚାଳକ ଶ୍ରୀ ସୁବୋଧ କୁମାର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like