-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

କୁମ୍ଭାରୀରେ ଦୀର୍ଘକାୟ ହନୁମାନ ମୂର୍ତ୍ତି ପାଇଁ ଶୁଭସ୍ତମ୍ଭ ସ୍ଥାପନ

05-Dec-2024



ବରପାଲି (ସୁଦାମ ଦୀପ )
ବରପାଲି ବ୍ଲକ ଅନ୍ତର୍ଗତ ଲୋକକଳା ଗ୍ରାମ କୁମ୍ଭାରୀର କାଲେଶ୍ୱର ମନ୍ଦିର ସମ୍ମୁଖରେ ଥିବା ବନ୍ଧହିଡରେ ୪୦ଫୁଟ ଉଚ୍ଚତା ବିଶିଷ୍ଟ ଦୀର୍ଘକାୟ ରୁଦ୍ରବତାର ହନୁମାନ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଶେଷ ହୋଇଛି l ଏହାର ପ୍ରତିଷ୍ଠା ମହୋତ୍ସବ ଆସନ୍ତା ନବବର୍ଷର ଫେବୃୟାରୀ ୨୮,ମାର୍ଚ୍ଚ ୧,୨ ଓ ୩-୨୦୨୫ ପର୍ଯ୍ୟନ୍ତ ହେବବୋଲି କାଲେଶ୍ୱର ସଂଘ ପକ୍ଷରୁ ସୂଚନା ଦିଆଯାଇଛି l ଏହି ଅବସରରେ ଗୋଟିଏ ଧାର୍ମିକ ଶୋଭାଯାତ୍ରାରେ ବାହାରି ଗ୍ରାମ୍ୟ ପରିକ୍ରମା କରି ଶୁଭସ୍ତମ୍ଭ ସ୍ଥାପନ କରିଥିଲେ l ଏହାର ନିର୍ମାଣ କାର୍ଯ୍ୟ ୬ ବର୍ଷ ଧରି ଲାଗିଥିବା ନିଜେ ଏହାର ଖର୍ଚ୍ଚ ବହନ ଓ ସଂଘର କର୍ମକର୍ତ୍ତାଙ୍କ ମାନସିକ-ଶାରାରୀକ ସହଯୋଗରେ ସମ୍ଭବ ହୋଇଛି ବୋଲି ତନୁ କର୍ତ୍ତି ପ୍ରକାଶ କରିଛନ୍ତି l ଆମୂଳଚୂଳ ପର୍ଯ୍ୟନ୍ତ ସହଯୋଗ କରିବେ ସଂଘର ସେମାନେ ହେଲେ ସର୍ବଶ୍ରୀ ଭଗବାନ ମିଶ୍ର,ଶରତ ପଧାନ,ମଳୟ ମିଶ୍ର,ସଦାନନ୍ଦ ସାହୁ,ସୁବାଷ ସାହୁ,କେଦାର ସାହୁ,ଭାଗିରଥି ମହାପାତ୍ର,ହରିଶ୍ଚନ୍ଦ୍ର ସାହୁ,ରବୀନ୍ଦ୍ର ଭୋଇ,ରାଜିନ୍ଦ୍ର ଭୋଇ,ରାଧାକାନ୍ତ ପଧାନ,ଝଗଡୁ ସାହୁ ଓ ଲକ୍ଷ୍ମଣ ସାହୁ ପ୍ରମୁଖ l ପ୍ରଥମ ଦିବସରେ କଳସ ଶୋଭାଯାତ୍ରା ସହ ପ୍ରଦିଦିନ ପୂଜାମନ୍ତ୍ର ପାଠ, ପାରାୟଣ, ନାମଯଜ୍ଞାନ, ମନରଞ୍ଜନ ,ରାତ୍ରରେ ସଂସ୍କୃତି କାର୍ଯ୍ୟକ୍ରମ ଓ ମିନାବଜାର ରହିବ l ସେଥିପାଇଁ ଗ୍ରାମ ତଥା ଆଖ ପାଖ ଅଞ୍ଚଳବାସୀଙ୍କ ଠାରେ ସାହାଯ୍ୟ -ସହଯୋଗ ପାଇଁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like