-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ମହିଳା ଓ ଘରୋଇ ହିଂସା ନିରାକରଣ ପକ୍ଷ ପାଳିତ

05-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ  ତାଲିମ ସଭା ଗୃହ ଠାରେ ମହିଳା ଓ ଘରୋଇ ହିଂସା ନିରାକରଣ ପକ୍ଷ  -୨୦୨୪  ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ପ୍ରଦୀପ କୁମାର ଗୁରୁ   ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ  ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦାବର, ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (VBD)ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ),ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ (TB)ଡ଼ା ପଦ୍ମହଂସ୍ ଦୋରା, ଉପ ଆରକ୍ଷୀ ଅଧିକ୍ଷକ ଚନ୍ଦ୍ର ଶେଖର ଶବର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅନୁପମା ପଣ୍ଡା, ପ୍ରୋଗ୍ରାମ ଅଧିକାରୀ (ICDS)ଅନିତା ଗୁରୁ ଓ ଜିଲ୍ଲା କାର୍ଯ୍ୟ ସଂଯୋଜକ ବିଶ୍ବମ୍ବର ବେହେରା  ପ୍ରମୁଖ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମହିଳା ଓ ଘରୋଇ ହିଂସା ନିରାକରଣ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା ଆଜିର ଦିବସ ରେ ଆମେ ସମସ୍ତେ ଘରୋଇ କିମ୍ବା ଯୌନ ସମ୍ବନ୍ଧୀୟ ହିଂସାର ଶିକାର ନ ହେବା ନିମନ୍ତେ  ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l  
ଉକ୍ତ ସଭାରେ ସମସ୍ତ ବ୍ଲକ ର ଅଧିକ୍ଷକ,PHEO,BPM,BAM,BDM, ସମସ୍ତ କଂସଲ୍ଟାଣ୍ଟ,RARE ଓ SAKHI ର କର୍ମକର୍ତ୍ତା,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ ।ଉକ୍ତ କାର୍ଯକ୍ରମ କୁ ପ୍ରଦୀପ କୁମାର ସାହୁ,ସୁଧାଂଶୁ ନାୟକ, ବି କେ ସାଗରିକ।,ସୋଭନା ଦାସ , ତରଣୀ ସେନ ପ୍ରଧାନ ଓ ଗୀତା ଞ୍ଜଳି ମେହେର ପୂର୍ଣ୍ଣ ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରି ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like