-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଖଡିଆଳ ନିୟନ୍ତ୍ରଣ ବଜାର କମିଟି ପରିସର ମଧ୍ୟରେ ମଣ୍ଡି ଖୋଲିଲା, ୨୦୨୪-୨୫ ଖରିଫ ଧାନ ସଂଗ୍ରହ ଆରମ୍ଭ

05-Dec-2024



(ଡୋଲେଶ୍ୱର  ବାଗ )
 ନୂଆପଡା ଜିଲ୍ଲା ଖଡିଆଳ ନିୟନ୍ତ୍ରଣ ବଜାର କମିଟି ପରିସର ମଧ୍ୟରେ ମଣ୍ଡି ଖୋଲିଲା।  ୨୦୨୪-୨୫ ଖରିଫ ପାଇଁ ଧାନ ସଂଗ୍ରହ ଆରମ୍ଭ ହୋଇଅଛି। ନିର୍ଦ୍ଧାରିତ ଏଫ୍ ଏ କ୍ୱେ ଧାନ ଆଣିବା ପାଇଁ  ଚାଷୀ ଙ୍କୁ ଅନୁରୋଧ କରି ଥିବା ବେଳେ ଧାନ ଠିକ୍ ଦିଶୁଥିବା ବେଳେ ମେସିନ ରେ ମାନ ନିରୂପଣ କରି ଧାନ ସଂଗ୍ରହ ହେବ।ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଧାନ ସହାୟକ ମୂଲ୍ୟ ପ୍ରଦାନ ସାଙ୍ଗକୁ ବୋନସ ଏବଂ ଇନ ପୁଟ ସବସିଡି ବାବଦ କୁ ୮୦୦/- ଟଙ୍କା ମଧ୍ୟ ପ୍ରଦାନ ନେଇ ବ୍ୟବସ୍ଥା ରହିଅଛି। ଗତ ୮ ତାରିଖ ଦିନ ରାଜ୍ୟ ସ୍ତରୀୟ ଉଦ୍ଘାଟନ କାର୍ଯ୍ୟ କ୍ରମ ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କୁ ସହାୟତା ରାଶି ପ୍ରଦାନ କରିବା ଶୁଭାରମ୍ଭ କରିବେ। ମଣ୍ଡି ଆରମ୍ଭ କାର୍ଯ୍ୟକ୍ରମ ରେ ବରିଷ୍ଠ ସାମ୍ବାଦିକ ଏବଂ ଚାଷୀ ଅଜିତ କୁମାର ପଣ୍ଡା, ଖଡିଆଳ ସମବାୟ ସମିତି ନିର୍ବାହୀ ଅଧିକାରୀ ସୁମନ ମହାନ୍ତି ଏବଂ ସମବାୟ ସମିତି କର୍ମଚାରୀ ଅଶୋକ କୈବର୍ତ୍ତ ଯୋଗ ଦେଇଥିଲେ। ଧାନ ସଂଗ୍ରହ କାର୍ଯ୍ୟକୁ ସହାୟକ କରିବାକୁ କୃଷକ ଙ୍କୁ ଆହ୍ବାନ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like