-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀର ହୀରକ ଜୟନ୍ତୀ ପାଳନ ଅବସରରେ ସାମ୍ବାଦିକ ସମ୍ମିଳନୀ

05-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ସ୍ଥାନୀୟ ପି.ପି. ଏକାଡେମୀର ହୀରକ ଜୟନ୍ତୀ ପାଳନ ହେବ l ଏଥିପାଇଁ ସ୍କୁଲର ଆଲୁମିନି ସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ହୀରକ ଜୟନ୍ତୀ କମିଟି ସଭାପତି ଶଶୀଭୂଷଣ ପୁରୋହିତଙ୍କ ସଭାପତିତ୍ବରେ ଜୟନ୍ତୀ ପାଳନର ଅଗ୍ରଗତି ସଂପର୍କରେ କମିଟି ପକ୍ଷରୁ ସୂଚନା ଦିଆଯାଇଥିଲା l ମହାମହିମ ରାଜ୍ୟପାଳ, ବାଚସ୍ପତି, ପୂର୍ବତନ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଓ ରାଜ୍ଯ ଶିକ୍ଷା ମନ୍ତ୍ରୀ, ସ୍ଵତନ୍ତ୍ର ସଚିବ ନିହାର ଦାସ, ଲେଖିକା ଡ.ପ୍ରତିଭା ରାୟ ପ୍ରମୁଖଙ୍କୁ ଅତିଥି ପାଇଁ ନିମନ୍ତ୍ରଣ କରାଯାଇଛି ବୋଲି ଆଲୁମିନି  କମିଟି ସଭାପତି ଅଫତlବ ହୁସେନ୍ କହିଥିଲେ l ଏହି ଅବସରରେ ଏକ ସ୍ମରଣିକା ପ୍ରକାଶ ପାଉଛି l ସ୍ମରଣିକର ସଂଯୋଜକ ମନୋରଞ୍ଜନ ସାହୁ ସ୍ମରଣିକାର ଅଗ୍ରଗତି ଓ ଗୁଣାତ୍ମକ ଲେଖା ଉପରେ ସୂଚନା ଦେଇଥିଲେ l ଆଜିର ସାମ୍ବାଦିକ ସମ୍ମିଳନୀରେ ପ୍ରଧାନଶିକ୍ଷକ ସିନୁସୁନ୍ଦର ପାଢୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ବୋଲି ସୂଚନା ଦେଇଥିଲେ l ଜୁବୁଲି କମିଟିର ଉପସଭାପତି ହେମନ୍ତ ପଣ୍ଡା, କୋଷାଧ୍ୟକ୍ଷ ଦତ୍ତାନନ୍ଦ ପଣ୍ଡା,  ସ୍ମରଣିକା କମିଟିର ମୁଖ୍ୟ ସମ୍ପାଦକ ଅଖିଳ ଚଂଦ୍ର ହୋତା, ଯୁଗ୍ମ ସମ୍ପାଦକ ରଘୁନନ୍ଦନ ସିଂହ, କମିଟିର ସମ୍ପାଦକ ପ୍ରଦୀପ ସାହୁ,  ନାସିର ଖାନ୍ ଓ ଲକ୍ଷ୍ମଣ ଅଗ୍ରୱାଲ ମଞ୍ଚାସୀନ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026

You Might Also Like