-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ଜିଲ୍ଲା

ଗଞ୍ଜେଇ ସହ ମହିନ୍ଦ୍ରା ସ୍କର୍ପିଓ ଓ ଏକଟିଭା ସ୍କୁଟି ଜବତ ୪ଜଣ ଗିରଫ

05-Dec-2024



ସୁବର୍ଣ୍ଣପୁର - (ମନୋରଞ୍ଜନ ତ୍ରିପାଠୀ )
ଆଜି ସହରର ବୁଢ଼ାରଜା ଛକ ପାଖରୁ ଜିଲ୍ଲା ଅବକାରୀ ବିଭାଗ ଚୋରା ଚାଲାଣ କରୁଥିବା ଦୁଇ ଜଣ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇ ସୋନପୁର -ବୌଦ୍ଧ ରାସ୍ତାରେ ଯାଞ୍ଚ କରୁଥିବା ବେଳେ ବୌଦ୍ଧ ପଟରୁ ଆସୁଥିବା ଏକ ମାହିନ୍ଦ୍ରା ସ୍କର୍ପିଓ ଗାଡ଼ି ନଂ OD17L-3490 କୁ ଅଟକାଇ ଯାଞ୍ଚ କରିବାରୁ ସେଥିରୁ ୨ ଟି ଜରି ଅଖାରେ ଭର୍ତ୍ତି ଥିବା ୨୨କେଜି ଗଞ୍ଜେଇ ଜବତ କରିବା ସହ ଗାଡିରେ ଥିବା ୨ ଜଣ ବେପାରୀ ଝାରସୁଗୁଡ଼ା  ଜିଲ୍ଲା ଗୋଲାପଡା, ବ୍ରଜରାଜନଗର ନିବାସୀ ଅନିଲ କୁମାର ପ୍ରସାଦ (୩୨), ବିଦ୍ୟା ସାଗର ସାହୁ   (୨୬)    ସେହିପରି ବିନିକା ବ୍ଲକ ଅବକାରୀ ବିଭାଗ ପକ୍ଷରୁ ଚୌକି ଜୋର ଛକରେ ସୋନପୁର ପଟରୁ ଏକ ଏକଟିଭା  ସ୍କୁଟିକୁ OD 17 Z 7762 ଅଟାକାଇ ଥିଲେ ।  ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ଏଥିରୁ ୧୦କେଜି ଗଞ୍ଜେଇ ଜବତ କରିଥିଲେ । ଓ ବରଗଡ଼ ଜିଲ୍ଲା କୃଷ୍ଣପୁର , ଭଟଲି ନିବାସୀ ଅଲେଖ ମେହେର (୩୪), କିରଣ ମାଝୀ  (୩୦)  କୁ ଗିରଫ କରିଛି ଅବକାରୀ ବିଭାଗ। ଅବକାରୀ ଏସପି ପ୍ରବୀର ସାମଲ ଙ୍କ ନିର୍ଦ୍ଦେଶରେ ଏହି ଚଢାଉ ରେ ଅବକାରୀ ଇନ୍ସପେକ୍ଟର ପ୍ରକାଶ ସା ଙ୍କ ନେତୃତ୍ଵରେ ବିଭାଗ ର କର୍ମଚାରୀମାନେ ବୁଢ଼ାରଜା ଛକ ପାଖରେ ସକାଳ ୯.୩୦ମିସମୟରେ  ଏହି ଚଢାଉ କରିଥିବା ବେଳେ   ସେହି ପରି ବିନିକା ବ୍ଲକ ଚୋକିଜୋର ଛକରେ ସକାଳ ୭ ଟା ବେଳେ ଅନ୍ୟ କେଶ୍ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିଥିଲେ। ତେବେ ଆଜି ଅଭିଯୁକ୍ତ ମାନଙ୍କୁ  କୋର୍ଟ ଚଲାଣ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like