-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ପି.ପି. ଏକାଡେମୀର ହୀରକ ଜୟନ୍ତୀ ଉପଲକ୍ଷେ ପ୍ରତିଯୋଗିତା

05-Dec-2024



ବଲାଙ୍ଗୀର(ପ୍ରେରଣା ଖବର):  ଆଜି ପି.ପି. ଏକାଡେମୀର ହୀରକ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ୍ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଥିଲା l ଏଥିରେ ସ୍କୁଲର ପ୍ରଧାନଶିକ୍ଷକ ସିନୁସୁନ୍ଦର୍ ପାଢୀ, ଆଲୁମିନିର ସଭାପତି ଅଫତlବ ହୁସେନ୍, ହେମନ୍ତ ପଣ୍ଡା, ସ୍ମରଣିକା ସଂଯୋଜକ ମନୋରଞ୍ଜନ ସାହୁ, ନାସିର ଖାଁ, ବିଘ୍ନରାଜ ପାଣିଗ୍ରାହୀ, ଦିବାକର ହୋତା, ସୁଧୀର ମିଶ୍ର, ସୁବ୍ରତ ଖଣ୍ଡୁଆଳ, ଲକ୍ଷ୍ମଣ ଅଗ୍ରୱାଲ, ଅଂଶୁପା ଭୋଇ ଓ ଅନନ୍ୟା ମିଶ୍ର ପ୍ରତିଯୋଗିତା ଆୟୋଜନରେ ସହଯୋଗ କରି ଥିଲେ l ପ୍ରବନ୍ଧ ପ୍ରତିଯୋଗିତାରେ ରାଜା ସାହୁ,  ପ୍ରଥମ, ଅଙ୍କିତା ବିଶ୍ଵାଳ ଦ୍ଵିତୀୟ ଓ ଅଭିଷେକ ଚଂଦନ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ତର୍କ ପ୍ରତିଯୋଗିତାରେ ଦମୟନ୍ତୀ ଖୁଆସ ପ୍ରଥମ, ସ୍ନେହା ସା ଓ ମନୋରଞ୍ଜନ ବ୍ରହ୍ମ ଯୁଗ୍ମ ଭାବେ ଦ୍ଵିତୀୟ ସ୍ଥାନ ଓ ଶୁଭମ୍ ପଣ୍ଡା ତୃତୀୟ ସ୍ଥାନ ଅଧିକାର କରି ଥିଲେ l ପୂରାତନ ଛାତ୍ର ମହେନ୍ଦ୍ର ଦର୍ଜି, ଅମିୟ ମିଶ୍ରଙ୍କ ସମେତ ବହୁ ପୂରାତନ ଛାତ୍ର ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like