-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||     

HOME   ଜିଲ୍ଲା

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା କାରା, ଗୁରୁତର ଅବସ୍ଥାରେ ଉଦ୍ଧାର - ଫେରାର ସମୟରେ କାରରେ ଲାଗିଲା ନିଆଁ

05-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର - ସୁବଳୟା ମୁଖ୍ୟ ରାସ୍ତା ବାଗବର ତାରିଣୀ ଛକ ଠାରୁ କିଛି ଦୂରରେ ଗୁରୁବାର ଅପରାହ୍ନ ସମୟରେ ସାଇକେଲ ଆରୋହୀ ଙ୍କୁ ଏକ କାର ପଛପଟୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା। ସେଠାରେ ସାଇକେଲ ଆରୋହୀ ଗୁରୁତର ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏବଂ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ସୋନପୁର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
 ଗୁରୂତର ସାଇକେଲ ଆରୋହୀ ଜଣକ ହେଲେ ବାଗବର ପଞ୍ଚାୟତ ଅନ୍ତର୍ଗତ କୁମୁରସିଂଙ୍ଗା ଗ୍ରାମର ଜମିଦାର କହଁର (୫୦) ବୋଲି ଜଣାଯାଇଛି। ଉକ୍ତ ସାଇକେଲ ଆରୋହୀ ଙ୍କୁ ଧଳା ରଙ୍ଗର ସୁଇଫ୍ଟ ଡିଜାୟାର ଓଡି ୨୩ ଏଲ ୬୦୩୨ କାର ଧକ୍କା ଦେଇ ମୁଖ୍ୟ ରାସ୍ତା ଛାଡ଼ି ଆନନ୍ଦପୁର ରାସ୍ତା ଅଭିମୁଖେ ଦ୍ରୃତଗତି ଫେରାର ହେଉଥିବା ସମୟରେ ଇଞ୍ଜିନିରେ ନିଆଁ ଲାଗି ଯାଇଥିଲା। କାରରେ ଥିବା ଚାରିଜଣ ବ୍ୟକ୍ତି କୈ।ଶଲ କ୍ରମେ ବାହାରକୁ ବାହାରି କପା ବିଲକୁ ଭିତରକୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ ଓ ପୁଲିସ କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର ପହଞ୍ଚି ନିଆଁ କୁ ଆୟତ କରିଥିବା ବେଳେ ପୁଲିସ ଦୁର୍ଘଟଣା ଘଟାଇଥିବା ଗାଡି କୁ ଜବତ କରି ଅଧିକ ତଦନ୍ତ ଜାରି ରଖିଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026

You Might Also Like