-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ଜିଲ୍ଲା

ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ     

05-Dec-2024



ଅତାବିରା(ଆକାଶ ମିଶ୍ର): ଅତାବିରା ବ୍ଲକ୍ ଅନ୍ତର୍ଗତ ଲରାସରା ଉଚ୍ଚ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଆଜି ଉଦଯାପିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନବୋଧ ମାଝୀଙ୍କ ଅଧ୍ୟକ୍ଷତା ତଥା ଖେଳ ଶିକ୍ଷକ ରବିକାନ୍ତ ପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ସମିତିସଭ୍ୟା ମନୋରମା ଦେହେରି

ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିନେଶ ଗାଏ ଗରିଆ  ଯୋଗ ଦେଇ ଖେଳାଳୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ବାଳକ ବିଭାଗରେ ସନୁ ତାଣ୍ଡି ଓ ବାଳିକା ବିଭାଗରେ ଲିଜା ସାଣ୍ଢ ଚାମ୍ପିଅନ ହୋଇଥିବା ତଥା ପ୍ରତିଯୋଗିତା ଗୁଡିକରେ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଖେଳାଳି ମାନଙ୍କୁ ମେଡାଲ ସହ ମାନପତ୍ର ଦେଇ ମଞ୍ଚାସୀନ ଅତିଥିଙ୍କ ଦ୍ଵାରା ପୁରସ୍କୃତ

କରାଯାଇଥିଲା । ଶେଷରେ  କ୍ରୀଡା ପତାକା ଅବତରଣ ପୂର୍ବକ ସମବେତ ଜାତୀୟ ସଙ୍ଗୀତ ଗାନ କରାଯାଇ ଏହି ବାର୍ଷିକ କ୍ରୀଡାକୁ ଉଦଯାପିତ କରାଯାଇଥିଲା । କ୍ରୀଡା ପରିଚାଳନାରେ ବିଦ୍ୟାଳୟର  ଶିକ୍ଷକ ପ୍ରମୋଦ ଗଡତିଆ, ମୋତିଲାଲ ରଣା , ଦେବାନନ୍ଦ ଭୋଇ, ପ୍ରସନ୍ନ ବେହେରା, ଶିକ୍ଷୟିତ୍ରୀ ପ୍ରମୋଦିନି  ସାହୁ, ହିରାମଣି  ବାଗ ଓ କର୍ମଚାରୀ ସୁଶିଲ ସହଯୋଗ କରିଥିଲେ। ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like