-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ

06-Dec-2024



ସୋନପୁର( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ପ୍ୟାରେଡ ପଡିଆ ଠାରେ ଜିଲ୍ଲା ପୋଲିସ୍ ପକ୍ଷରୁ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ଏହି ଉତ୍ସବରେ ରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଏସପି ଶ୍ରୀ ବିରେନ୍ଦ୍ର କୁମାର ନାୟକ ଯୋଗ ଦେଇ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ l ଓ ରାଷ୍ଟ୍ରପତି, ରାଜ୍ୟପାଳ , ମୁଖ୍ୟମନ୍ତ୍ରୀ ଓ ହୋମ ଗାର୍ଡ ଡି ଜି ଙ୍କ ପ୍ରେରିତ ବାର୍ତ୍ତା ପଠନ କରିଥିଲେ l ସମ୍ମାନିତ ଅତିଥି ଭାବରେ ଡି ଏସ ପି ଚନ୍ଦ୍ର ଶେଖର ଶବର, ଡି ଏସ ପି ରେଣୁକା ସୁନା, ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠି, ବି ଏମ୍ ପୁର ଏସ ଡି ପି ଓ ବାସୁ ଦେବ ଛତ୍ରିଆ, ଇନ୍ସପେକ୍ଟର ରାଜେଶ୍ୱରୀ ଭୋଇ, ସୋନପୁର ଥାନା ଅଧିକାରୀ ରଂଜିତ ସାହୁ, ଇନ୍ସପେକ୍ଟର ରମେଶ କୁମାର ମହାଣା ଯୋଗ ଦେଇ ଥିଲେ l ପୋଲିସ ହୋମ ଗାର୍ଡ ର ଦୁଇଟି ପ୍ଲାଟୁନ ପ୍ୟାରେଡ ରେ ଭାଗ ନେଇ ଥିବା ବେଳେ ମୂଖ୍ୟ ଅତିଥି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରିଥିଲେ l ପୋଲିସ କନେଷ୍ଟ ବଲ୍ ସଂଘ ର ସଭାପତି ଦିନେଶ ମିଶ୍ର ସଂପାଦକ ରଂଜିତ ପଧାନ, ମନୋଜ୍ ପଣ୍ଡା, ଚମରା ପଧାନ, କବି ମିସ୍ତ୍ରୀ ପ୍ରମୁଖ ସମସ୍ତ ସଦସ୍ୟ କାର୍ଯକ୍ରମ ରେ ସହଯୋଗ କରିଥିଲେ l ସଭା କୁ ଆର୍ ଆଇ ସରୋଜ ବେହେରା ପରିଚାଳନା କରିଥିବା ବେଳେ ସର୍ଜନ ନୀଳ କଣ୍ଠ କଅଁର ସହଯୋଗ କରିଥିଲେ l ଜିଲ୍ଲା ର ବେଷ୍ଟ ହୋମ ଗାର୍ଡ ଭାବେ ଲଛି ପୁର ଥାନା ର ବିକ୍ରମ ଦାଶ, ବି ଏମ୍ ପୁର ଥାନା ର ବିନୋଦ ତାଣ୍ଡିଆ ଓ ସୋନପୁର ଥାନା ର ମହିଳା ହୋମ ଗାର୍ଡ ରାସେ ଶ୍ୱରି ଦୀପ ଙ୍କୁ ଆଜି ଉତ୍ସବ ରେ ସମ୍ବର୍ଦ୍ଧିତ କରାଯାଇଛି l ଏହି ଦିବସ ଅବସର ରେ ଆଜି ନିଉ ରିଜର୍ଭ ପୋଲିସ କଲୋନୀ ଠାରେ ଏକ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026

You Might Also Like