-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ

06-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )  ସୋନପୁର ବ୍ଲକ ସଭାଗୃହ ଠାରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଗୋଷ୍ଠୀ ସ୍ତରୀୟ ସୁନେତ୍ର ଓ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ବୈଠକ ଏବିଡ଼ିଓ ଶଶୀଭୁଷଣ ପଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧ୍ୟକ୍ଷ ଡାକ୍ତର. ରାମଶଙ୍କର ତ୍ରିପାଠୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ଭୋଇ, ସାଗରୀକା ସ୍ୱାଇଁ ସିଡ଼ିପିଓ, ଶିଶୁ ଓ ପରିବାର କଲ୍ୟାଣ ବିଭାଗ ପାରିପାର୍ଶ୍ବିକ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ଡାକ୍ତର. ସରୋଜ କୁମାର ପଟେଲ, ଡାକ୍ତର. ଚିତ୍ତରଞ୍ଜନ ତ୍ରିପାଠୀ, ଡାକ୍ତର. ଲୋପାମୁଦ୍ରା ପ୍ରଧାନ, ଫାର୍ମାସିଷ୍ଟ ହୃଷିକେଶ ମିଶ୍ର, ଛନ୍ଦା ଚରଣ ପୁରୋହିତ ଏବଂ ଏଏନଏମ ମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଡିସେମ୍ବରରେ ସମସ୍ତ ଶିଶୁଙ୍କ ଚକ୍ଷୁ ସମ୍ବନ୍ଧୀୟ ପରୀକ୍ଷା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଥିବା ବେଳେ ନାଇକେନପାଲି, ସାହାଜପିଟା, ଲଛିପୁର ସେକଟରର ସ୍କୁଲ ମାନଙ୍କୁ ଚକ୍ଷୁ ସମ୍ବନ୍ଧୀୟ ପରୀକ୍ଷା ପାଇଁ ସ୍ଥିର ହୋଇଥିଲା। ଶେଷରେ ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ପ୍ରିୟରଞ୍ଜନ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like